ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୨

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୧୨୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧୧ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୦୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଗୋଆ ଅଗ୍ନିକାଣ୍ଡ: ଥାଇଲ୍ୟାଣ୍ଡରେ ଅଟକ ଦୁଇ କ୍ଲବ୍ ମାଲିକ

ଗୋଆ,୧୧ା୧୨: ଗୋଆ ଅଗ୍ନିକାଣ୍ଡ ଘଟଣାରେ ବଡ଼ ଆକ୍ସନ । ଥାଇଲ୍ୟାଣ୍ଡରେ ଅଟକ ରହିଲେ କ୍ଲବର ଦୁଇ ମାଲିକ । ତେବେ ଡିସେମ୍ବର ୬ ତାରିଖରେ ଗୋଆର ଆରପୋରାରେ...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri