ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୨

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୧୨୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୧୧ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୦୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

ସ୍ବାୟତ୍ତ ପାଇଁ ସରି ନାହିଁ ସଂଘର୍ଷ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ): ନିଜ ହାତରେ ନିଜ ଶାସନ। ନିଜେ ନିଜ ଅଞ୍ଚଳର ବିକାଶ ପାଇଁ ନିଷ୍ପତ୍ତି ନେବା ହିଁ ସ୍ବାୟତ୍ତ ଶାସନ। ସୁସ୍ଥ ଅନୁଶାସନ ବ୍ୟବସ୍ଥା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri