ଭୁବନେଶ୍ୱରରେ ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ପୁଣି ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୧୭ ଜଣଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୬ ଜଣ ଚିହ୍ନଟ ହୋଇଥିବାବେଳେ ୧୧୧ ଲୋକାଲ କଣ୍ଟାକ୍ଟ କେସ ରହିଛି। ବାଣୀବିହାର ପଥର ବନ୍ଧରୁ ୪ ଜଣ, ରସୁଲଗଡ ଜିଜିପି କଲୋନୀରୁ ୨ ଜଣ, ସାଲିଆସାହିରୁ ୫ ଜଣ, ଡୁମୁଡୁମାରୁ ୨, ସିଆରପିଏଫ କ୍ୟାମ୍ପସରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ-୬ରୁ ୬ଜଣ, ସୁନ୍ଦରଗଡରୁ ୫ଜଣ, କପିଳେଶ୍ୱରରୁ ୩, କଳିଙ୍ଗନଗରରୁ ୬, ଚିନ୍ତାମଣିଶ୍ୱରରୁ ୫, ଆଚାର୍ଯ୍ୟ ବିହାରରୁ ୧୨, ଆଇଗିଣିଆରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୧୭୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?