ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୨୭

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୩୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୯୮୮୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୦୪ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୩୫୩୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ନୂତନ ପଦ୍ଧତି ଆପଣାଇଲେ କୃଷିର ବିକାଶ ହେବ’

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧି ସହିତ କୃଷକମାନଙ୍କ ଆୟ ବୃଦ୍ଧି କରିବାକୁ ହେଲେ କୃଷି କ୍ଷେତ୍ରରେ ଆଧୁନିକ ଜ୍ଞନକୌଶଳ ବ୍ୟବହାର କରିବାକୁ ପଡ଼ିବ। ସମୟର...

କରୋନା ମହାମାରୀ ଚିକିତ୍ସା ସମ୍ପର୍କରେ ମିଳିବ ଖୁସି ଖବର…

ଓ୍ବାଶିଂଟନ, ୨୮।୭: ପୃଥିବୀରେ କରୋନା ମହାମାରୀ ନେଇ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣ ଚିକିତ୍ସା ନେଇ ଆସନ୍ତା ୨ ସପ୍ତାହ ମଧ୍ୟରେ ଖୁସି ଖବର ମିଳିବ...

ଦ୍ରୌପଦୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭ା୬(ବ୍ୟୁରୋ): ଓଡ଼ିଶାର ଝିଅ ତଥା ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାରେ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ଏହି...

ଟିକାକରଣରେ ଜାତୀୟ ହାରଠୁ ଓଡ଼ିଶା ଆଗରେ

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ):କୋଭିଡ୍‌ ପରିଚାଳନା କ୍ଷେତ୍ରରେ ବିଶ୍ୱ ସ୍ତରରେ ପ୍ରଶଂସା ପାଇଥିବା ଓଡ଼ିଶା ପୁଣି ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। କୋଭିଡ୍‌ ଟିକାକରଣରେ ଜାତୀୟ ହାରଠାରୁ ରାଜ୍ୟ...

୫ରୁ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ

ଭୁବନେଶ୍ୱର,୨।୭(ବ୍ୟୁରୋ): ସରକାର ଜୁଲାଇ ୧ରୁ ୧୬ ପର୍ଯ୍ୟନ୍ତ ରାଜ୍ୟରେ କୋଭିଡ୍‌ କଟକଣାକୁ କୋହଳ କରିଛନ୍ତି। ଏହାକୁ ବିଚାର କରି ଆସନ୍ତା ୫ରୁ ୧୭ତାରିଖ ପର୍ଯ୍ୟନ୍ତ କଟକଣା...

ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ: ଇଞ୍ଜିନ୍‌ରେ ଲାଗିଲା ନିଆଁ, ୩ କର୍ମଚାରୀ ମୃତ

ରାୟଗଡ଼ା ଅଫିସ/ଜୟପୁର,୨୫।୬(ନି.ପ୍ର.): ରାୟଗଡ଼ା ଜିଲା ସିଙ୍ଗାପୁର ରୋଡ୍‌-କେଉଟଗୁଡ଼ା ମଝିରେ ମଙ୍ଗଳବାର ଅପରାହ୍ନ ସାଢ଼େ ୪ଟା ସମୟରେ ସମଲେଶ୍ୱରୀ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରାକ୍‌ ଲାଇନ୍‌ ମରାମତି...

ଚାଲି ଚାଲି, ସାଇକେଲରେ ଫେରିଲେ ୧୩ ଶ୍ରମିକ

ନୟାଗଡ଼ ଅଫିସ, ୧୩ା୫: ଝାଡ଼ଖଣ୍ଡ ଓ ଆନ୍ଧ୍ରରୁ ଚାଲି ଚାଲି ଓ ସାଇକେଲ ଯୋଗେ ୧୩ଜଣ ପ୍ରବାସୀ ଶ୍ରମିକ ନୟାଗଡ଼ ଫେରିଛନ୍ତି। ଆନ୍ଧ୍ରରୁ ଗୋଡିପଡା ନିକଟ...

ସୂର୍ଯ୍ୟମନ୍ଦିର ସ୍ଥିତି ପରଖିଲେ ଆମିକସ୍‌ କ୍ୟୁରି

କୋଣାର୍କ, ୧୩।୮(ଡି.ଏନ୍‌.ଏ.): ବିଶ୍ୱ ଐତିହ୍ୟ ସୂର୍ଯ୍ୟମନ୍ଦିର ସୁରକ୍ଷା ପାଇଁ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ହୋଇଥିବା ଆମିକସ୍‌ କ୍ୟୁରି ଆଡଭୋକେଟ୍‌ ଏନ୍‌.କେ. ମହାନ୍ତି ସୋମବାର ମନ୍ଦିରର...

Advertisement
Archives

Model This Week