ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୧୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ  ସର୍ବାଧିକ ୬୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୮୧, କଟକରୁ  ୨୭୫, ବରଗଡରୁ ୨୧୮, ରାୟଗଡାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ ୧୧୨, କୋରାପୁଟରୁ ୧୧୨, ପୁରୀରୁ ୧୦୩, ଝାରସୁଗୁଡାରୁ ୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନବରଙ୍ଗପୁର, ନୂଆପଡା, ସୁନ୍ଦରଗଡରୁ ୭୯ ଜଣ ଲେଖାଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ସମ୍ବଲପୁରରୁ ୭୫, ଅନୁଗୋଳ, ଢେଙ୍କାନାଳରୁ ୬୯ ଜଣ ଲେଖାଏ, କେନ୍ଦ୍ରାପଡାରୁ ୫୯, ଭଦ୍ରକ, ଜଗତସିଂହପୁରରୁ ୫୪ ଜଣ ଲେଖାଏ, ସୁବର୍ଣ୍ଣପୁରରୁ ୫୩, ବାଲେଶ୍ୱର, ବଲାଙ୍ଗୀର, ନୟାଗଡରୁ ୪୯ ଜଣ ଲେଖାଏ, କନ୍ଧମାଳରୁ ୩୬, ମାଲକାନଗିରିରୁ ୨୮, ଗଜପତିରୁ ୨୧, କଳାହାଣ୍ଡିରୁ ୧୨, ବୌଦ୍ଧରୁ ୭ ଓ ଦେବଗଡ ଜିଲାରୁ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ଡିଜାଇନ୍‌ ପାଇନ ଟ୍ରି

ଭୁବନେଶ୍ୱର, ୧୩ା୧୨(ବ୍ୟୁରୋ):ଆରମ୍ଭ ହୋଇଯାଇଛି କ୍ରିସ୍‌ମାସ ପ୍ରସ୍ତୁତି। ବଡ଼ଦିନକୁ ଆଉମାତ୍ର କିଛିଦିନ ବାକି ରହିଥିବାବେଳେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଲାଣି। ସହରର ଛକ, ବଜାରରେ କ୍ରିସ୍‌ମାସ...

ମାଲାବାରର ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌’ ଜୁଏଲାରୀ ପ୍ରଦର୍ଶନ

ଭୁବନେଶ୍ୱର,୧୩।୨: ସର୍ବଭାରତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଅଳଙ୍କାର ପ୍ରତିଷ୍ଠାନ ‘ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡ୍‌ସ’ ପକ୍ଷରୁ ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌’ ଜୁଏଲାରୀ ପ୍ରଦର୍ଶନର ଶୁଭାରମ୍ଭ କରାଯାଇଛି।...

ଆମେରିକାରେ ଡେଲ୍ଟା ନୁହେଁ ଓମିକ୍ରନରେ ହୋଇଛି ଅଧିକ ମୃତ୍ୟୁ

ୱାଶିଂଟନ,୩୦ ।୧: କୁହାଯାଉଛି କରୋନା ମହାମାରୀର ନୂଆ ଭାରିଏଣ୍ଟ ଓମିକ୍ରନ୍ ଡେଲ୍ଟା ଭଳି ଏତେ ଭୟଙ୍କର ନୁହେଁ । ଏଥିରେ ମୃତ୍ୟୁହାର କମ୍ । ହେଲେ...

ପ୍ରଥମ ପର୍ଯ୍ୟାୟରେ ୩.୨ ଲକ୍ଷ ଲୋକଙ୍କୁ ଟିକା

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): କରୋନା ଟିକାକରଣ ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ।...

ବ୍ୟବସାୟୀଙ୍କ କ୍ଷତି ଟପିବ ୧ ହଜାର କୋଟି: ବଜାର ସ୍ଥିତି ବିଗାଡୁଛି କରୋନା

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା(କୋଭିଡ-୧୯)ର ପ୍ରକୋପ ସମଗ୍ର ବିଶ୍ୱକୁ ଅସ୍ତବ୍ୟସ୍ତ କରି ପକାଇଛି। ଏଥିଯୋଗୁ ବିଶ୍ୱ ଅର୍ଥନୀତି ଗଭୀର ଭାବେ ପ୍ରଭାବିତ ହୋଇଛି। ଏହି ରୋଗ କେବଳ ମଣିଷ...

ବଲାଙ୍ଗୀରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ହସ୍ପିଟାଲ: ରହିଛି ୨ ଶହ ଶଯ୍ୟା

ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର କଳିଙ୍ଗ ଇଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସସେସ୍‌ (କିସ୍‌) କ୍ୟାମ୍ପସଠାରେ ମଙ୍ଗଳବାରଠାରୁ ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ...

ଲକ୍‌ଡାଉନ୍‌ ହୋଇ ନ ଥିଲେ ଦେଶରେ ୪ ଲକ୍ଷରୁ ଅଧିକ ହୋଇଥାନ୍ତେ କରୋନା ସଂକ୍ରମିତ: ୩୪ ହଜାର ଟପିଥାନ୍ତା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୭।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଯଦି ଲକ୍‌ଡାଉନ୍‌ ଘୋଷଣା ହୋଇ ନ ଥାନ୍ତା, ତେବେ ବର୍ତ୍ତମାନ ସୁଦ୍ଧା...

ଠିକ୍‌ ସମୟରେ ହେବ ବିଧାନସଭା ଅଧିବେଶନ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ଦେଢମାସ ମଧ୍ୟରେ ନିଶ୍ଚିତ ବସିବ। ସେପ୍ଟେମ୍ବର ୩୦ ପୂର୍ବରୁ ହିଁ ଅଧିବେଶନ ହେବ ବୋଲି ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର...

Advertisement
Archives

Model This Week