ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୫୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪୪୩୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୦୭୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri