ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୧୮

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୮୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୮୫୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୪୪୩୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୮ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୦୭୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ରାଜ୍ୟର ଫଳାଫଳ ନେଇ କୃତଜ୍ଞତା ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ଦେଶର ୪ ରାଜ୍ୟ ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ମଣିପୁର ଏବଂ ଗୋଆରେ ଭାଜପା ପ୍ରତି ଅଭୂତପୂର୍ବ ଜନାଦେଶ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଉପରେ ଥିବା...

କରୋନାର ତୃତୀୟ ଲହରକୁ ଲୋକେ ମୌସୁମୀ ଅପଡେଟ୍ ଭଳି ନେଉଛନ୍ତି: ଲଭ ଅଗ୍ରୱାଲ

ନୂଆଦିଲ୍ଲୀ,୧୩ ।୭: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ ଅଗ୍ରୱାଲ ମଙ୍ଗଳବାର କହିଛନ୍ତି ଲୋକେ କରୋନାର ତୃତୀୟ ଲହରୀକୁ ମୌସୁମୀର ଅପଡେଟ୍ ଭଳି ଗ୍ରହଣ...

୩୩୦୮.୬୯ କୋଟି କୋଭିଡ୍‌ ଋଣ ମଞ୍ଜୁର

ଭୁବନେଶ୍ୱର,୩।୪(ବ୍ୟୁରୋ): କୋଭିଡ୍‌ ମହାମାରୀ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ (ଏମ୍‌ଏସ୍‌ଏମ୍‌ଇ) ଉଦ୍ୟୋଗକୁ ଚଳଚଞ୍ଚଳ କରିବାକୁ ନିଆଯାଇଥିବା ପଦକ୍ଷେପ ସ୍ବରୂପ...

ସାକ୍ଷୀଗୋପାଳଙ୍କ ଦର୍ଶନ କଲେ ମନ୍ତ୍ରୀ ଟୁକୁନି ସାହୁ

ସାକ୍ଷୀଗୋପାଳ,୨ା୧(ଡି.ଏନ୍‌.ଏ.): ନୂଆବର୍ଷରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ସାକ୍ଷୀଗୋପାଳଙ୍କ ଦର୍ଶନ ସହ ପୂଜାର୍ଚ୍ଚନା କରିଛନ୍ତି। ଦର୍ଶନ...

ନୂଆ ରୂପରେ ‘ଓଡ଼ିଶା ପର୍ଯ୍ୟଟନ’

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ଦୀର୍ଘଦିନର ପ୍ରତୀକ୍ଷା ପରେ ନୂଆ ରୂପ ପାଇଛି ରାଜ୍ୟ ପର୍ଯ୍ୟଟନ ବିଭାଗ ଓ୍ବେବ୍‌ସାଇଟ୍‌। ଓଡ଼ିଶା ପର୍ଯ୍ୟଟନର ଏହି ନୂଆ ଓ୍ବେବ୍‌ସାଇଟ୍‌ www.odishatourism.gov.inକୁ ଶୁକ୍ରବାର ମୁଖ୍ୟମନ୍ତ୍ରୀ...

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ...

ଅଳ୍ପକେ ବର୍ତ୍ତିଲେ ଯବାନ: ଅଫୁଟା ଲ୍ୟାଣ୍ଡମାଇନ ଜବତ

ଚିତ୍ରକୋଣ୍ଡା,୧୦ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତ ଅଧୀନ ହାଣ୍ଡିଖାଲ ଜଙ୍ଗଲରୁ କୋମ୍ବିଂ ଅପରେଶନ ବେଳେ ବିଏସ୍‌ଏଫ୍‌ ଯବାନ ଏକ...

ମହାରାଷ୍ଟ୍ରରେ ଗତ ୨୪ଘଣ୍ଟାରେ ୧୩୯ମୁଣ୍ଡ ନେଲାଣି କରୋନା

ମୁମ୍ବାଇ,୫।୬: ଦେଶବ୍ୟାପି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ କରୋନା ଭାଇରସ୍‌ ଯୋଗୁ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିବା ରାଜ୍ୟ ହେଉଛି...

Advertisement
Archives

Model This Week