ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୭୬୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୩୧୧୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୭ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୪୨୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?