Posted inରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬, ପୁରୀରୁ ୧୧୨, ଜଗତସିଂହପୁରରୁ ୧୦୨, ରାୟଗଡାରୁ ୯୫, ଗଞ୍ଜାମରୁ ୯୪, ସମ୍ବଲପୁରରୁ ୯୪, ଅନୁଗୋଳରୁ ୯୧, ନୟାଗଡରୁ ୯୦, ସୋନପୁରରୁ ୯୦, ବଲାଙ୍ଗୀରରୁ ୮୦, ନବରଙ୍ଗପୁରରୁ ୭୦, ସୁନ୍ଦରଗଡରୁ ୭୦, ଝାରସୁଗୁଡାରୁ ୬୮, କେନ୍ଦ୍ରାପଡାରୁ ୬୪, କୋରାପୁଟରୁ ୬୪, କେନ୍ଦୁଝରରୁ ୫୧, କନ୍ଧମାଳରୁ ୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ନୂଆପଡାରୁ ୪୦, କଳାହାଣ୍ଡିରୁ ୩୯, ଗଜପତିରୁ ୨୯, ବୌଦ୍ଧରୁ ୨୭, ମାଲକାନଗିରିରୁ ୨୫ ଓ ଦେବଗଡରୁ ୧୨ ଜଣ ଲେଖାଏ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଜିଲା: ଆଜି ବନ୍ଦ ରହିବ ସ୍କୁଲ, ଅଙ୍ଗନଓ୍ବାଡି

ବ୍ରହ୍ମପୁର ଅଫିସ,୬ା୯- ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଗୁରୁବାର ଦିନତମାମ ବର୍ଷା ଯୋଗୁ ଜିଲାର...

ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି କହିଛନ୍ତି ଯେ, ସବୁ ଗରିବଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା କରାଯାଉ। ଦିନକ...

ବରମୁଣ୍ଡା ଓଭର ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା: ଟ୍ରେଲରକୁ ପଛପଟୁ ଧକ୍କା ଦେଲା ମାଲ ବୋଝେଇ ଟ୍ରକ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ)-ଭୁବନେଶ୍ୱର ବରମୁଣ୍ଡା ଓଭର ବ୍ରିଜ ଉପରେ ବୁଧବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେଲରକୁ ପଛପଟୁ ମାଲ ବୋଝେଇ ଟ୍ରକ ଧକ୍କା ଦେବାରୁ କ୍ୟାବିନ ଭିତରେ...

ମଣିଷ-ବନ୍ୟପ୍ରାଣୀ ସଂଘର୍ଷ: ଗଠନ ହେବ ଟାସ୍କଫୋର୍ସ

ଭୁବନେଶ୍ୱର, ୨୧।୧୦(ବ୍ୟୁରୋ): ମଣିଷ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷକୁ ହ୍ରାସ କରାଯିବା ଉଦ୍ଦେଶ୍ୟରେ ରାଜ୍ୟସ୍ତରୀୟ ଟାସ୍କଫୋର୍ସ ଗଠନ କରାଯିବ। ଏ ନେଇ ମଙ୍ଗଳବାର ଜଙ୍ଗଲ ଓ...

ରାଜସ୍ଥାନ କୋଟାରୁ ଝାରସୁଗୁଡ଼ାରେ ପହଞ୍ଚିଲେ ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର

ଝାରସୁଗୁଡା ଅଫିସ,୩।୫- କରୋନା କଟକଣା ଯୋଗୁ ଝାରସୁଗୁଡା ଜିଲାର ୭୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ରାଜସ୍ଥାନ କୋଟାରେ ଫସି ରହିଥିଲେ। ସେମାନେ ୩ଟି ବସ୍‌ ଯୋଗେ ରବିବାର...

୮ ଓଏଏସ୍‌ ଅଫିସରଙ୍କ ପଦୋନ୍ନତିକୁ ମୋହର

ଭୁବନେଶ୍ୱର, ୨୯।୧ (ବ୍ୟୁରୋ): ଆଇଏଏସ୍‌ ଅଫିସର ପାହ୍ୟାକୁ ପଦୋନ୍ନତି ଦେବାକୁ ରାଜ୍ୟ ସରକାର ୮ ଜଣ ବରିଷ୍ଠ ଓଏଏସ୍‌ ଅଫିସରଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି। ସେମାନେ ହେଲେ...

ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର

ଖଲିକୋଟ,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଖଲିକୋଟ ବ୍ଲକ ଅନ୍ତର୍ଗତ ନାଇକାଣୀପଲ୍ଲୀ ଗ୍ରାମରେ ମୋବାଇଲ ବ୍ୟାଟେରୀ ଫାଟି ଦୁଇ ଭାଇ ଗୁରୁତର ହୋଇଛନ୍ତି। ସେମାନେ ହେଲେ ଉକ୍ତ ଗ୍ରାମର...

ଭୁବନେଶ୍ୱରରୁ ରାସ୍‌-ଅଲ୍‌-ଖଇମା ମଧ୍ୟରେ ବିମାନସେବା ଦାବି: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧।୧୧(ବ୍ୟୁରୋ): ଭୁବନେଶ୍ୱର ଏବଂ ୟୁଏଇସ୍ଥିତ ରାସ-ଅଲ୍‌-ଖଇମା ସହର ମଧ୍ୟରେ ସିଧାସଳଖ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ...


Coronavirus Update

Archives

Model This Week

Why Dharitri