ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ ୧୫୧, ଝାଡସୁଗୁଡାରୁ ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝରରୁ ୧୧୭, ଅନୁଗୋଳରୁ୧୧୨, ବଳାଙ୍ଗୀରରୁ ୧୦୯, ମାଲକାନଗିରିରୁ ୧୦୩, ସମ୍ବଲପୁରରୁ ୯୮, କେନ୍ଦ୍ରାପଡାରୁ ୮୮, ପୁରୀରୁ ୮୫, କନ୍ଧମାଳରୁ ୮୩, ନବରଙ୍ଗପୁରରୁ ୮୧, କୋରାପୁଟରୁ ୬୯, ନୟାଗଡରୁ ୬୯, ଢେଙ୍କାନାଳରୁ ୬୮, ଜଗତସିଂହପୁରରୁ ୬୪, ଭଦ୍ରକରୁ ୬୨, ବରଗଡରୁ ୬୧, ଯାଜପୁରରୁ ୫୮, କଳାହାଣ୍ଡିରୁ ୫୩, ସୋନପୁରରୁ ୪୮, ଗଞ୍ଜାମରୁ ୪୭, ବୌଦ୍ଧରୁ ୩୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡାରୁ ୩୪, ଗଜପତିରୁ ୧୬, ଦେଓଗଡରୁ ୧୨, ଷ୍ଟେଟପୁଲରୁ ୨୦୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

ଘାଟିରେ ଓଲଟିଲା ଚାଉଳ ବୋଝେଇ ଟ୍ରକ୍‌

ପଟାଙ୍ଗି,୧୪ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଜୋଡିମାଦଲି ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି ଚାଉଳ ବୋଝେଇ ଟ୍ରକ୍‌ । ସୂଚନା ଅନୁସାରେ…

ଦିଶା ମୃତ୍ୟୁ ମାମଲା; CBI ଏଫ୍‌ଆଇଆର୍‌ରେ ଆଦିତ୍ୟ ଠାକ୍‌ରେ….

ମୁମ୍ବାଇ,୧୪।୯: ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପୂର୍ବତନ ମ୍ୟାନେଜର ଦିଶା ସାଲିଆନଙ୍କ ମୃତ୍ୟୁ ମାମଲାରେ ବଡ଼ ଖବର ସାମ୍ନାକୁ ଆସିଛି । ପ୍ରାୟ ୬ ବର୍ଷ…

ସାଉଦି ପାଇପଲାଇନ୍‌କୁ ବନ୍ଦ କରିଦେଲା ଡ୍ରୋନ୍‌ ଆକ୍ରମଣ, ଏହା ଭାରତକୁ ପ୍ରଭାବିତ କରିବ କି ଜାଣନ୍ତୁ…

ରିୟାଦ୍‌,୧୪ା୯: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବେ ବିଶ୍ୱ ତୈଳ ବଜାର ଉପରେ ଗୁରୁତର ପ୍ରଭାବ ପକାଉଛି। ଡ୍ରୋନ୍‌ ଆକ୍ରମଣ ପରେ ସାଉଦି ଆରବର ଗୁରୁତ୍ୱପୂର୍ଣ୍ଣ ପୂର୍ବ-ପଶ୍ଚିମ ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?