ଆଜି ସୁସ୍ଥ ହେଲେ ଆଉ ୩୩୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୩।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୦୬ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୮, ପୁରୀରୁ ୨୮୦, ମୟୂରଭଞ୍ଜରୁ ୨୦୬, ରାୟଗଡ଼ାରୁ ୧୭୩, ଭଦ୍ରକରୁ ୧୪୪, ସୁନ୍ଦରଗଡ଼ରୁ ୧୨୦, ଝାରସୁଗୁଡ଼ାରୁ ୧୧୯, ବରଗଡ଼ରୁ ୧୧୬, ଗଞ୍ଜାମରୁ ୧୧୦, କଳାହାଣ୍ଡିରୁ ୮୯, ସୋନପୁରରୁ ୮୭, କନ୍ଧମାଳରୁ ୮୫, କୋରାପୁଟରୁ ୭୧, ବାଲେଶ୍ୱରରୁ ୬୬, ସମ୍ବଲପୁରରୁ ୬୬, ବୌଦ୍ଧରୁ ୬୫, ନୟାଗଡ଼ରୁ ୫୮, କେନ୍ଦୁଝରରୁ ୫୧, କେନ୍ଦ୍ରାପଡ଼ାରୁ ୪୪, ଯାଜପୁରରୁ ୪୦, ବଲାଙ୍ଗିରରୁ ୩୯, ଜଗତସିଂହପୁରରୁ ୩୧, ଗଜପତିରୁ ୨୯, ଅନୁଗୋଳରୁ ୨୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଢେଙ୍କାନାଳରୁ ୨୫, ନବରଙ୍ଗପୁରରୁ ୨୪, ମାଲକାନଗିରିରୁ ୨୨, ନୂଆପଡ଼ାରୁ ୧୭ ଓ ଦେବଗଡ଼ରୁ ୪ ଜଣ ଲେଖାଏ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

ODI ବ୍ୟାଟ୍ସମ୍ୟାନଙ୍କ ଟପ-୧୦ରେ ସାମିଲ ହେଲେ କେଏଲ ରାହୁଲ, ଜାଣନ୍ତୁ ପ୍ରଥମ ସ୍ଥାନରେ କିଏ ଅଛନ୍ତି

ନୂଆଦିଲ୍ଲୀ,୭।୧୦: ODI କ୍ରିକେଟରେ ଭାରତୀୟ ବ୍ୟାଟରମାନଙ୍କର ପ୍ରାଧାନ୍ୟ ପୁଣିଥରେ ସ୍ପଷ୍ଟ ହୋଇଛି। ସାମ୍ପ୍ରତିକ ICC ରାଙ୍କିଙ୍ଗରେ, କେ.ଏଲ. ରାହୁଲ ଏକ ବଡ଼ ଧରଣର ଅଗ୍ରଗତି କରି ଶ୍ରେଷ୍ଠ…

ଇନଷ୍ଟାଗ୍ରାମ୍ ପ୍ରେମିକଙ୍କ ସହ ବିବାହ କରିବାକୁ ରାଜି ହେଲେନି ମା’; ଏମିତି ହତ୍ୟା କଲେ ଝିଅ, ଶୁଣିଲେ ଥରିଉଠିବ ଛାତି

ନୂଆଦିଲ୍ଲୀ,୭ା୧୦: ହରିୟାଣାର ସୋନିପତରୁ ଆସିଛି ଛାତିଥରା ଘଟଣା।ଇନଷ୍ଟାଗ୍ରାମ୍‌ରେ ହୋଇଥିବା ପ୍ରେମ ଓ ବିବାହ କରିବାକୁ ନେଇ ମା’ ପ୍ରତିବନ୍ଧକ ସାଜିବାରୁ ନିଜ ପ୍ରେମିକ ସହ ମିଶି ମା’ଙ୍କୁ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?