ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୭୮ କରୋନା ଆକ୍ରାନ୍ତ: କଟକ ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୭।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୫୪୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୮୯, ପୁରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳରୁ ୧୩୭, ସୁନ୍ଦରଗଡରୁ ୧୩୭, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩, ଜଗତସିଂହପୁରରୁ ୧୧୫, ବାଲେଶ୍ୱରରୁ ୧୧୧, କେନ୍ଦୁଝରରୁ ୧୦୨, ବରଗଡରୁ ୧୦୦, କୋରାପୁଟରୁ ୯୯, ଝାରସୁଗୁଡାରୁ ୮୬, ନବରଙ୍ଗପୁରରୁ ୮୪, ସୋନପୁରରୁ ୮୦ ଜଣ ରହିଛନ୍ତି । ସେହିପରି କଳାହାଣ୍ଡିରୁ ୭୬, ବଲାଙ୍ଗୀରରୁ ୬୮, ମାଲକାନଗିରିରୁ ୬୩, ନୂଆପଡାରୁ ୪୯, ଭଦ୍ରକରୁ ୪୭, ଅନୁଗୋଳରୁ ୪୫, ଢେଙ୍କାନାଳରୁ ୪୪, ଗଞ୍ଜାମରୁ ୪୨, ନୟାଗଡରୁ ୩୬, ଗଜପତିରୁ ୩୧, ବୌଦ୍ଧରୁ ୧୪,ଦେଗଗଡରୁ ୭ ଓ ଷ୍ଟେଟପୁଲରୁ ୭୯ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ଛାଡ଼ିଲା ବନ୍ୟା, ବଢ଼ିଲା ଚାଷୀଙ୍କ ଦୁର୍ଦ୍ଦଶା

ଭବାନୀପାଟଣା,୨୯ା୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ସପ୍ତାହରେ ହାତୀ ଓ ତେଲ ନଦୀରେ ବନ୍ୟା ଆସିବାରୁ ନଦୀ କୂଳରେ ଥିବା ଶତାଧିକ ଏକର ଧାନଚାଷ ନଷ୍ଟ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?