ଆଜି ରାଜ୍ୟରେ ୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୪।୧୦(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧୩ ରହିଛି। ସେହିପରି ୦-୧୮ ବର୍ଷ ମଧ୍ୟରେ ୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୮୯୫ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri