ଭୁବନେଶ୍ୱରରୁ ଆଜି ୩୪୦ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୬

ଭୁବନେଶ୍ୱର,୧।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୨୨୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୮୫୮୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୯୬ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୩୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

PUCC ନେଇ ବଡ଼ ବୟାନ ଦେଲେ ପରିବହନ ମନ୍ତ୍ରୀ

ଭୁବନେଶ୍ୱର,୧୧।୨: PUCC ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ PUCC କରିବା ବାଧ୍ୟତାମୂଳକ କହିଛନ୍ତି । ଟୋଲ ଗେଟ୍‌ରେ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ସତ୍ୟବ୍ରତ ହତ୍ୟା ଘଟଣା: ଦିଦେଶଙ୍କ ସ୍ତ୍ରୀ କଲେ ଚାଞ୍ଚଲ୍ୟକର ଖୁଲାସା

ଭୁବନେଶ୍ୱର,୧୧।୨: ଭୁବନେଶ୍ୱର ନୀଳାଦ୍ରି ବିହାର ସତ୍ୟବ୍ରତ ହତ୍ୟା କାଣ୍ଡ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ଦିନେଶ ନାୟକଙ୍କ ସ୍ତ୍ରୀ ମାମାଲି ନାୟକ ଚାଞ୍ଚଲ୍ୟକର ଖୁଲାସା…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri