ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ

ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭, ଯାଜପୁରରୁ ୧୦୬, କେନ୍ଦ୍ରାପଡ଼ାରୁ ୯୮, ଭଦ୍ରକରୁ ୯୨, ଜଗତସିଂହପୁରରୁ ୯୦, ଝାରସୁଗୁଡ଼ାରୁ ୮୬, ଅନୁଗୋଳରୁ ୮୩, ନୂଆପଡ଼ାରୁ ୭୭, ନୟାଗଡ଼ରୁ ୭୪, କଳାହାଣ୍ଡିରୁ ୭୨, କନ୍ଧମାଳରୁ ୭୧, ବଲାଙ୍ଗିରରୁ ୭୦, ଢେଙ୍କାନାଳରୁ ୭୦ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୬୬, କୋରାପୁଟରୁ ୫୨, ନବରଙ୍ଗପୁରରୁ ୫୦, ଗଞ୍ଜାମରୁ ୪୮, ସୋନପୁର ୪୮, ମାଲକାନଗିରିରୁ ୩୮, ବୌଦ୍ଧରୁ ୨୨, ଗଜପତିରୁ ୧୮, ଦେବଗଡ଼ରୁ ୧୧ ଓ ରାୟଗଡ଼ାରୁ ୨, ଷ୍ଟେଟପୁଲରୁ ୧୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri