ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪, ବାଲେଶ୍ୱରରୁ ୧୩୭, ନୟାଗ଼ଡରୁ ୧୧୭, କୋରାପୁଟରୁ ୧୧୦, ଜଗତସିଂହପୁରରୁ ୧୦୭, ପୁରୀରୁ ୧୦୫, ସମ୍ବଲପୁରରୁ ୧୦୦, ଝାଡସୁଗୁଡାରୁ ୬୭, ମାଲକାନଗିରିରୁ ୬୪, ବଲାଙ୍ଗୀରରୁ ୬୧, କେନ୍ଦ୍ରାପଡାରୁ ୬୧, ବରଗଡରୁ ୫୬, କେନ୍ଦୁଝରରୁ ୫୪, ସୋନପୁରରୁ ୪୧, ସୁନ୍ଦରଗଡରୁ ୩୮, ନବରଙ୍ଗପୁରରୁ ୩୩, କନ୍ଧମାଳରୁ ୨୪, ଗଜପତିରୁ ୨୩, ନୂଆପଡାରୁ ୨୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୨, ବୌଦ୍ଧରୁ ୧୧, ଦେଓଗଡରୁ ୮, ଅନୁଗୋଳରୁ ୫ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ଏସ୍‌ସିବିରେ ଉତ୍ତେଜନା: ଅକ୍ସିଜେନ ଅଭାବରୁ ରୋଗୀଙ୍କ ମୃତ୍ୟୁ ଅଭିଯୋଗ

କଟକ ଅଫିସ୍‌,୨୪।୧: କଟକ ବଡ଼ ମେଡିକାଲରେ ମଙ୍ଗଳବାର ଉତ୍ତେଜନା ଦେଖାଦେଇଛି। ଅକ୍ସିଜେନ ଅଭାବରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ମୃତକ...

ସୋମବାର ଶେଷ ହେବ ଯୁକ୍ତ୨ ପ୍ରଥମ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୭ା୭(ବ୍ୟୁରୋ)- ଯୁକ୍ତ୨ ପ୍ରଥମ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ସୋମବାର ଶେଷ ହେବ। ପ୍ରଥମ କଟ୍‌ ଅଫ୍‌ରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ରମାନେ...

ଗୋପବନ୍ଧୁ ମିଶ୍ରଙ୍କୁ ସଂସ୍କୃତ ଅନୁବାଦ ପୁରସ୍କାର

ଭୁବନେଶ୍ୱର,୨୩।୧୨ (ବ୍ୟୁରୋ): ପ୍ରଫେସର ଗୋପବନ୍ଧୁ ମିଶ୍ର କଥାକାର ମନୋଜ ଦାସଙ୍କ ଉପନ୍ୟାସ ‘ଅମୃତ ଫଳ’ର ସଂସ୍କୃତ ଅନୁବାଦ ‘ଅମୃତ ଫଳମ୍‌’ ପାଇଁ ପୁରସ୍କାର ପାଇବାକୁ ମନୋନୀତ...

ନୂଆ ରୂପ ପାଇବ ତାଳସାରୀ-ଉଦୟପୁର ବେଳାଭୂମି

ଭୋଗରାଇ, ୧୨।୨(ଡି.ଏନ.ଏ.)-ପର୍ଯ୍ୟଟନସ୍ଥଳୀ ତାଳସାରୀ-ଉଦୟପୁର ଏବେ ନୂଆ ରୂପରେ ଶୋଭା ପାଇବ। ବଙ୍ଗୋପସାଗର କୂଳରେ ଥିବା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ଏହି ଦୁଇ ବେଳାଭୂମିକୁ ବିଶ୍ୱମାନର...

ଆଜି ବଜେଟ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୩୦ ହଜାର କୋଟି ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ...

ବାହାରିଲା ଆଡ଼ପ ଅବଢ଼ା

ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର...

ଗାଙ୍ଗପୁର ଥାନାକୁ ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଆୱାର୍ଡ

ଭଞ୍ଜନଗର/ଛତ୍ରପୁର,୧୯।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଅଧୀନ ଗାଙ୍ଗପୁର ଥାନା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଥାନା ଭାବେ ପୁରସ୍କୃତ ହୋଇଛି। ଭାରତ ସରକାରଙ୍କ ଗୃହ ବ୍ୟାପାର ମନ୍ତ୍ରାଣାଳୟ ପକ୍ଷରୁ...

୫୦ ଫୁଟ ତଳକୁ ଖସିଲା ୧୦୨ ଆମ୍ବୁଲାନ୍ସ

କପ୍ତିପଦା/ଠାକୁରମୁଣ୍ଡା,୨୯ା୫: ମୟୂରଭଞ୍ଜ ଜିଲା କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଶରତ ୩ ନମ୍ବର ଘାଟିରେ ଶନିବାର ଏକ ୧୦୨ ଆମ୍ବୁୁଲାନ୍ସ ୫୦ ଫୁଟ ତଳକୁ ଖସି ପଡ଼ିଛି। ସେଥିରେ...

Advertisement
Archives

Model This Week