ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ

ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ ୧୧୬, ବଲାଙ୍ଗିରିରୁ ୧୦୪, କେନ୍ଦୁଝରରୁ ୧୦୧, କେନ୍ଦ୍ରାପଡାରୁ ୯୯, ଜଗତସିଂହପୁରରୁ ୮୪, ଝାରସୁଗୁଡାରୁ ୮୪, ନୂଆପଡାରୁ ୭୨, ନବରଙ୍ଗପୁରରୁ ୭୧, ନୟାଗଡରୁ ୭୦, ଢେଙ୍କାନାଳରୁ ୬୧, କନ୍ଧମାଳରୁ ୬୧, ମାଲକାନଗିରିରୁ ୫୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଭଦ୍ରକରୁ ୫୬, ସୋନପୁରରୁ ୫୬, ସୁନ୍ଦରଗଡରୁ ୫୪, କଳାହାଣ୍ଡିରୁ ୪୧, ରାୟଗଡାରୁ ୪୧, କୋରାପୁଟରୁ ୩୫, ଗଞ୍ଜାମରୁ ୩୪, ଗଜପତିରୁ ୩୩, ବୌଦ୍ଧରୁ ୩୧, ଦେବଗଡରୁ ୧୩ ଓ ଷ୍ଟେଟପୁଲରୁ ୨୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ...

ଅଳିଆ ଉଠାରେ ଅସହଯୋଗ

ଅନୁଗୋଳ ଅଫିସ, ୨୨ା୬- ଅନୁଗୋଳ ସହର ସଫେଇ ନେଇ ଦେଖାଦେଇଥିବା ବିବାଦର ସମାଧାନ ଏଯାଏ ହୋଇପାରି ନାହିଁ। ସଫେଇ କର୍ମଚାରୀ ସଂଘ ସମ୍ପାଦକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ବିଲୁଆଖାଇ ନଦୀପଠାରୁ ମିଳିଲା ନର୍ସଙ୍କ ଗଳିତ ମୃତଦେହ: ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ଆଣିଲେ ମା’

ବିରିଡ଼ି/ବାଲିଆ,୧୭ା୯(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ବିରିଡ଼ି ଥାନା ଅନ୍ତର୍ଗତ କୁଳକଇଜଙ୍ଗା ପଞ୍ଚାୟତ ନୂଆପାରୀ ଗ୍ରାମ ନିକଟ ବିଲୁଆଖାଇ ନଦୀପଠାରୁ ମଙ୍ଗଳବାର ସକାଳେ ଏକ ଅଖାରୁ ଜଣେ ନର୍ସଙ୍କ...

ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି...

୧୩ ଜିଲାକୁ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ,...

ବାପାଙ୍କୁ ନୂଆ ଜୀବନ ଦେଲା ପୁଅ

ଭୁବନେଶ୍ୱର, ୭ା୩ (ବ୍ୟୁରୋ): ସମ୍‌ ହସ୍ପିଟାଲରେ ରାଜ୍ୟର ପ୍ରଥମ ଲିଭର ପ୍ରତିରୋପଣ ହୋଇଛି। ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳର ୫୫ବର୍ଷ ବୟସ୍କ ଜୟନ୍ତ ବିଶ୍ୱାଳଙ୍କ ଶରୀରରେ...

ଚିଲିକାରେ ବୁଡ଼ିଲା ଡଙ୍ଗା: ୨ ମୃତ

ବ୍ରହ୍ମଗିରି,୫ା୯(ଡି.ଏନ୍‌.ଏ.):ଚିଲିକାରେ ରବିବାର ସନ୍ଧ୍ୟାରେ ଏକ ଡ଼ଙ୍ଗା ବୁଡ଼ିଯାଇଛି। ଏହି ଡଙ୍ଗାରେ ଥିବା ୯ଜଣ ଯୁବକଙ୍କ ମଧ୍ୟରୁ ୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ୨ଜଣଙ୍କ ମୃତ୍ୟୁ...

କଳାଭୂମିରେ ରଜ ମହୋତ୍ସବ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଓଡ଼ିଶା ହସ୍ତଶିଳ୍ପ ସଂଗ୍ରହାଳୟ ‘କଳାଭୂମି’ ପକ୍ଷରୁ ମଙ୍ଗଳବାରଠାରୁ ଦୁଇଦିନିଆ ରଜ ମହୋତ୍ସବ ଆରମ୍ଭ ହୋଇଛି। ଏଥିରେ ଶିଳ୍ପକଳା ପ୍ରଦର୍ଶନୀ, ହସ୍ତତନ୍ତ ଓ ହସ୍ତଶିଳ୍ପ ବଜାର,...

Advertisement
Archives

Model This Week