ରାଜଧାନୀରୁ ଆଜି ୩୫୧ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୭୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୬୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୧୯୦୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୪ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୬୧୩ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାର ମାମଲାରେ ବିଏସ୍‌ଏଫ୍‌ ଅଧିକାରୀ ଗିରଫ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଯୁବତୀଙ୍କୁ ବଳାତ୍କାର କରି ଏହାର ଭିଡିଓ ଦେଖାଇ ବ୍ଲାକ୍‌ମେଲ୍‌ କରିବା ଓ ୨୦ଲକ୍ଷ ଠକିନେବା ଅଭିଯୋଗରେ ସୋମବାର ଗିରଫ ହୋଇଛନ୍ତି ବିଏସ୍‌ଏଫ୍‌ ଡିଏସ୍‌ପି ସରୋଜ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ପୁଣି ବଦଳିଲା ତାରିଖ: ମେ’ ୧୬ରେ ପିପିଲି ଭୋଟ୍‌

ଭୁବନେଶ୍ୱର,୨୨।୪(ବ୍ୟୁରୋ): ପୁଣି ଥରେ ବଦଳିଛି ପିପିଲି ଉପନିର୍ବାଚନ ତାରିଖ। ପୂର୍ବରୁ ମେ’ ୧୩ ତାରିଖର ଭୋଟ୍‌ ଗ୍ରହଣ ନେଇ ଘୋଷଣା କରାଯାଇଥିଲା। ହେଲେ ଏବେ ମେ’...

କ୍ୱାରସମ୍‌ର ସଫଳ ପରୀକ୍ଷଣ

ନୂଆଦିଲ୍ଲୀ/ବାଲେଶ୍ୱର,୪।୮: ଓଡ଼ିଶା ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମ୍‌ (କୁଇକ୍‌ ରିଆକସନ୍‌ ସର୍ଫେସ୍‌-ଟୁ-ଏୟାର ମିଜାଇଲ୍‌)ର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି...

ପୁଣି ଏକ ଦନ୍ତା ହାତୀର ମୃତ୍ୟୁ

ଢେଙ୍କାନାଳ ଅଫିସ/ହିନ୍ଦୋଳ,୬।୭(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ବାଲିମି ଥାନା ଅନ୍ତର୍ଗତ ଅସରଡା ଜଙ୍ଗଲରେ ବୁଧବାର ଏକ ଦନ୍ତା ହାତୀର ମୃତ୍ୟୁ ହୋଇଛିି। ବାର୍‌ହା ଶିକାର ପାଇଁ ବଛା...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର...

୩୦ଲକ୍ଷରୁ ଊର୍ଦ୍ଧ୍ୱ ଆୟବହିର୍ଭୂତ ସମ୍ପତ୍ତି ଜବତ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଲାଞ୍ଚ ନେଇ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଥିଲେ। ଭିଜିଲାନ୍ସର ଅଧିକାରୀମାନେ ତାଙ୍କ...

ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ

ଭୁବନେଶ୍ୱର,୭ା୮(ବ୍ୟୁରୋ): ରାଜ୍ୟ ସରକାର ଗୁରୁବାର ବରିଷ୍ଠ ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବିଜ୍ଞପ୍ତି ଅନୁଯାୟୀ, ବାଲେଶ୍ୱର ଡିଆର୍‌ଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ ଡିଆର୍‌ଡିଏ...

Advertisement
Archives

Model This Week