ରାଜ୍ୟରେ ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨। ୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୭୧, ଯାଜପୁରରୁ୨୫, ନବରଙ୍ଗପୁରରୁ ୨୪, ସମ୍ବଲପୁରରୁ ୨୨, ଖୋର୍ଦ୍ଧାରୁ ୧୫, ବାଲେଶ୍ୱରରୁ ୯, ବରଗଡରୁ ୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜ ଓ ସୁନ୍ଦରଗଡରୁ ୩୮ଜଣ ଲେଖାଏଁ, ଅନୁଗୋଳ, କଳାହାଣ୍ଡି ଓ କେନ୍ଦ୍ରାପଡାରୁ ୫ ଜଣ ଲେଖାଏଁ, ଜଗତସିଂହପୁର ଓ କୋରାପୁଟରୁ ୪ ଜଣ ଲେଖାଏଁ, ଭଦ୍ରକ, ବୌଦ୍ଧ ଓ କେନ୍ଦୁଝରରୁ ୩, ପୁରୀ ଓ ନୟାଗଡରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୮୭୫୦ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?