ଭୁବନେଶ୍ୱରରୁ ଆଜି ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୮୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୭୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୨୬୯୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୬୪ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୫୨୪ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଗଞ୍ଜାମ ପୋଲିସ ଜିଲାରେ ସ୍ବତନ୍ତ୍ର ଡ୍ରାଇଭ୍‌: ୪୪୪ ଓ୍ବାରେଣ୍ଟି କାର୍ଯ୍ୟକାରୀ

ଛତ୍ରପୁର,୧୭ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ଅଧୀନରେ ଗତ ୧୧ ଦିନ ଧରି ସ୍ବତନ୍ତ୍ର ଡ୍ରାଇଭ ଯୋଗେ ପୁରୁଣା ଓ୍ବାରେଣ୍ଟି ଧରପଗଡ଼ରେ ୪୪୪ଟି ଓ୍ବାରେଣ୍ଟି ଧରି କାର୍ଯ୍ୟକାରୀ…

ଇତିହାସ ରଚିଲେ ବିରାଟ, ୫୦୦ ରନ କରି କଲେ ଏମିତି ରେକର୍ଡ ଯାହା ଭାଙ୍ଗିବା ହେବ ଅସମ୍ଭବ!

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କୁ ‘ରେକର୍ଡର ରାଜା’ ଖାଲିଟାରେ କୁହାଯାଏ ନାହିଁ। ସେ ଏବେ ଇଣ୍ଡିଆନ ପ୍ରିମିୟର ଲିଗରେ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି, ଯାହା ଭାଙ୍ଗିବା…

ଆଶାଠାରୁ ଅଧିକ ଗରମ ହେଲାଣି ପ୍ରଶାନ୍ତ ମହାସାଗର; ଭାରତକୁ ମାଡି ଆସୁଛି ପ୍ରଚଣ୍ଡ ଗରମ ସହ ମରୁଡ଼ିର ବିପଦ…

ନୂଆଦିଲ୍ଲୀ,୧୭।୫: ଜଳବାୟୁ ପରିବର୍ତ୍ତନ ସମ୍ପର୍କରେ ଏକ ନୂତନ ଚେତାବନୀ ବର୍ତ୍ତମାନ ବିଶ୍ୱବ୍ୟାପୀ ପାଣିପାଗ ବିଭାଗ ମଧ୍ୟରେ ନିରନ୍ତର ଆଲୋଚନାର ବିଷୟ। ପ୍ରାରମ୍ଭିକ ରିପୋର୍ଟରୁ ଜଣାପଡୁଛି ଯେ ଆଗାମୀ…

ଧାରଣାରେ ବସିଲେ କଳାକାର, ପ୍ରତ୍ୟାହୃତ ପାଇଁ ଆସୁଛି ଧମକ, ଧାରଣାସ୍ଥଳରେ…

ହାଟଡିହୀ,୧୭ା୫(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଡିଓଙ୍କ ଅଫିସ ସମ୍ମୁଖରେ କଳାକାରମାନେ ଧୂ ଧୂ ଖରା, ଗୁଳୁଗୁଳିରେ ଚଳିତ ମାସ ଗତ ୧୫ରୁ ଧାରଣା…

ସୁନା କ୍ରୟକୁ ନେଇ ଆସିଲା ବଡ଼ ଖବର, ମୋଦିଙ୍କ ଅପିଲ ପରେ ୧୦ରୁ ୬ ଜଣ ବଦଳାଇଲେ ନିଷ୍ପତ୍ତି: ସର୍ଭେ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ ପରେ, ଦେଶରେ ସୁନା କ୍ରୟ ସମ୍ପର୍କରେ ସାଧାରଣ ଲୋକଙ୍କ ଭାବନା ପରିବର୍ତ୍ତନ ହେଉଥିବା ପରି ମନେ ହେଉଛି। LocalCircles ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri