ରାଜଧାନୀରୁ ଆଜି ୩୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୧୮୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୮୨୪୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୯୩ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୫୩୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁଦାଣ୍ଡରେ ବନ୍ୟାଜଳ

ଜଳେଶ୍ୱର, ୨୪।୮(ଡି.ଏନ.ଏ.): ସୁବର୍ଣ୍ଣରେଖା ବନ୍ୟାର ୩ୟ ଦିନରେ ଜଳେଶ୍ୱର ବ୍ଲକର ୨୬ଶହ ହେକ୍ଟର ଜମି ବନ୍ୟାଜଳରେ ବୁଡ଼ିଯାଇଥିବା ବେଳେ ୫ ପଞ୍ଚାୟତ ୧୬ ଗାଁର ଦୁର୍ଦ୍ଦଶା...

ବେସରକାରୀ ଡାକ୍ତରଖାନାରେ ଉପଲବ୍ଧ ହେବ କରୋନା ଟିକା, ଦାମ୍‌ ରହିବ…

ନୂଆଦିଲ୍ଲୀ,୨୭।୨: ଭାରତରେ ପ୍ରଥମ ପର୍ଯ୍ୟାୟ କରୋନା ଟିକାକରଣ କାର୍ଯ୍ୟକ୍ରମ ୧୬ ଜାନୁୟାରୀରେ ଆରମ୍ଭ ହୋଇଥିବା ବେଳେ ମାର୍ଚ୍ଚ ୧ରୁ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ।...

କରୋନାରୁ ସୁସ୍ଥ ହେଲେ ୩୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ବର,୭।୨(ବ୍ୟୁରୋ) : ରାଜ୍ୟରେ ଗୋଟିଏ ପଟେ ଦୈନିକ କୋଭିଡ ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାରରେ ମଧ୍ୟ ବୃଦ୍ଧିପାଇଛି। ସୋମବାର ରାଜ୍ୟରେ ୩୬୨୧...

‘ଗୋଷ୍ଠୀ ସଂକ୍ରମଣର ପ୍ରାମାଣିକ ତଥ୍ୟ ନାହିଁ’

ଭୁବନେଶ୍ୱର,୧।୧(ବ୍ୟୁରୋ): କୋଭିଡର  ଗୋଷ୍ଠୀ ସଂକ୍ରମଣ ପ୍ରାମାଣିକ ତଥ୍ୟ ନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ଆମ ରାଜ୍ୟରେ ସଂକ୍ରମଣ ବଢୁଛି, ଏଥିପାଇଁ...

ବିଶ୍ୱରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୫: ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚ୍‌ଓ)ର ଚେତାବନୀ ପରେ ଏବେ ଆମେରିକା, ବ୍ରାଜିଲ, ଭାରତ ଓ କିଛି ଲାଟିନ ଆମେରିକା ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦ୍ରୁତ...

ଅସଜଡ଼ା ଭିତ୍ତିଭୂମିରେ ଚାଲିଛି ଶିକ୍ଷାଦାନ

ବ୍ରହ୍ମଗିରି,୨୨ା୮(ଡି.ଏନ.ଏ): ବ୍ରହ୍ମଗିରି ବ୍ଲକରେ ଶିକ୍ଷା ବ୍ୟବସ୍ଥା ଏକପ୍ରକାର ବିପର୍ଯ୍ୟସ୍ତ ହୋଇପଡିଛି। ଏହିି ବ୍ଲକ ଅନ୍ତର୍ଗତ କାଣ୍ଡୋଗଦା ପଞ୍ଚାୟତର ମୁଣ୍ଡାଳ ଗ୍ରାମସ୍ଥିତ ମୁଣ୍ଡାଳ ଜାଡିପୁର ପ୍ରାଥମିକ ବିଦ୍ୟାଳୟ...

CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨,...

ହେନ୍ତାଳବଣ ହିଁ ସାମୁଦ୍ରିକ ଝଡ଼ରୁ ସୁରକ୍ଷା ଦେବ

କେନ୍ଦ୍ରାପଡ଼ା ଅଫିସ, ୨୯।୧୦: ୧୯୯୯, ଅକ୍ଟୋବର ୨୯ ମହାବାତ୍ୟାକୁ ଇତିମଧ୍ୟରେ ୨୨ ବର୍ଷ ବିତିଛି। ରାଜ୍ୟରେ ୧୦ ହଜାରରୁ ଅଧିକ ଓ କେନ୍ଦ୍ରାପଡ଼ା ଜିଲାରେ ୩୮୭...

Advertisement
Archives

Model This Week