ରାଜଧାନୀରେ ମାଡି ଚାଲିଛି କରୋନା: ଆଜି ୩୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୯।୮(ବ୍ୟୁରୋ)-ରାଜଧାନୀରେ ମାଡି ଚାଲିଛି କରୋନା। ବୁଧବାର ଭୁବନେଶ୍ୱରରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୭୦ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୨୦୪ ଚିହ୍ନଟ ହୋଇଥିବାବେଳେ ୧୬୬ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ବାଣୀବିହାର ପଥର ବନ୍ଧରୁ ୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭରତପୁରରୁ ୩, ଚକେଇସିଆଣିରୁ ୩, ପଟିଆରୁ ୩, ଆଚାର୍ଯ୍ୟ ବିହାରରୁ୩, ନୀଳାଦ୍ରି ବିହାରରୁ ୬, ପାଣ୍ଡରା ବାଲିଆପଟା ବସ୍ତିରୁ ୪, ଗଜପତି ନଗରରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଲୋକାଲ କଣ୍ଟାକ୍ଟ କେସ୍‌ ମଧ୍ୟରେ ସହିଦ ନଗରରୁ ୧୦, ଝାଡପଡା ଜଗନ୍ନାଥ ନଗରରୁ ୩, ପଟିଆରୁ ୫, ଲକ୍ଷ୍ମୀସାଗରରୁ ଜଣେ, ପୋଖରୀପୁଟରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଭୁବନେଶ୍ୱରରୁ ୧୫୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ଗାଡ଼ି ଚାଳକଙ୍କ ପାଇଁ ଆସିଲା କଡ଼ା ନିୟମ, ଏହା ନଥିଲେ ୧ ଅକ୍ଟୋବରଠୁ ମିଳିବନି ପେଟ୍ରୋଲ-ଡିଜେଲ

ନୂଆଦିଲ୍ଲୀ,୨୭।୯: ଦିଲ୍ଲୀ-NCRରେ ବଢ଼ୁଥିବା ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବାକୁ ପ୍ରଶାସନ ଓ ପରିବହନ ବିଭାଗ ପକ୍ଷରୁ ଅକ୍ଟୋବର ୧ରୁ କଡ଼ା ନିୟମ ଲାଗୁ କରାଯିବାକୁ ଯାଉଛି ।…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ବଡ଼ ଖବର: ଏବେ ବର୍ଷକୁ ୧୩ ନୁହେଁ, ୧୨ ଥର କରିବାକୁ ପଡ଼ିବ ରିଚାର୍ଜ

ନୂଆଦିଲ୍ଲୀ,୨୭।୯: ଭାରତୀୟ ଟେଲିକମ୍ ଗ୍ରାହକଙ୍କ ପାଇଁ ଏକ ଅତ୍ୟନ୍ତ ଖୁସିର ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଏବଂ ଭାରତୀୟ ଟେଲିକମ୍ ନିୟାମକ ପ୍ରାଧିକରଣ (TRAI) ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?