ରାଜ୍ୟରେ ସୁସ୍ଥ ହେଲେ ୩୭୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୪୮, ସୁନ୍ଦରଗଡରୁ ୪୩, ବାଲେଶ୍ୱରରୁ ୨୩, କଟକରୁ ୨୩, ପୁରୀରୁ ୨୨, ବରଗଡରୁ ୧୯, ବଲାଙ୍ଗୀରରୁ ୧୯, କଳାହାଣ୍ଡିରୁ ୧୯, ମୟୂରଭଞ୍ଜରୁ ୧୮, ସମ୍ବଲପୁରରୁ ୧୪, ନୂଆପଡାରୁ ୧୧, ଝାରସୁଗୁଡାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୯, ଯାଜପୁରରୁ ୮, ଜଗତସିଂହପୁରରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡାରୁ ୫, ଢେଙ୍କାନାଳରୁ ୩, ବୌଦ୍ଧରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, ରାୟଗଡାରୁ ୨, କନ୍ଧମାଳରୁ ୧, କୋରାପୁଟରୁ ୧ ଓ ଷ୍ଟେଟପୁଲରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳ ପୁରସ୍କାର ପାଇବ ଜାମୁଣ୍ଡା ଏସ୍‌ଏଚ୍‌ଜି

ଜୟପୁର,୧୪।୧(ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ବ୍ଲକ ଅଧୀନ ଜାମୁଣ୍ଡା ପଞ୍ଚାୟତର ସଦର ମହକୁମାସ୍ଥିତ ମା’ ମୁତ୍ୟାଲୁମା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ଉଲ୍ଲେଖନୀୟ ଅବଦାନ...

ମାଲେସିଆ ଜାହାଜ ଅଟକିବା ପ୍ରସଙ୍ଗ:ଜିଲାପାଳ, ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନୋଟିସ

ପୁରୀ ଅଫିସ, ୧।୧୦: ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡ଼ିିବାରୁ ଚିଲିକା ମୁହାଣ ନିକଟରେ ଅଟକି ରହିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ...

ହଜିଯାଇଥିବା ଭ୍ୟାନିଟି ଫେରିପାଇଲେ ମହିଳା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଶହୀନଗର ହାଟରେ ହଜିଯାଇଥିବା ଭ୍ୟାନିଟି ବ୍ୟାଗକୁ ଶୁକ୍ରବାର ଫେରିପାଇଛନ୍ତି ସ୍ମୃତିରେଖା ମହାପାତ୍ର ନାମ୍ନୀ ଜଣେ ମହିଳା। ସେଥିରେ ନଗଦ ୮ ହଜାର ଟଙ୍କା,...

୭ ଘଣ୍ଟା ସ୍ଥାନରେ ୩ ଘଣ୍ଟା କାମ କରୁଛନ୍ତି ସଫେଇ କର୍ମଚାରୀ: ପାର୍ବଣରେ ଅଳିଆ ଅନୁଗୋଳ ସହର

ଅନୁଗୋଳ ଅଫିସ, ୧୬ା୧୦-ଅନୁଗୋଳ ସହର ସଫେଇ ଦାୟିତ୍ୱ ନେଇଥିବା ଠିକା ସଂସ୍ଥାର କର୍ମଚାରୀ ଠିକ୍‌ ଭାବେ କାର୍ଯ୍ୟ କରୁନାହାନ୍ତି। ଏ ନେଇ ଠିକା ସଂସ୍ଥା ପକ୍ଷରୁ...

୧୬ ନଂ. ଏନ୍‌ଏଚ୍‌ରେ ଲାଗିବ ଇଣ୍ଟେଲିଜେନ୍ସ କ୍ୟାମେରା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ସଡ଼କ ସୁରକ୍ଷା ମାସ। ପୂର୍ବରୁ ସପ୍ତାହେ ବ୍ୟାପୀ ଚାଲୁଥିବା ଏହି କାର୍ଯ୍ୟକ୍ରମ ଏଥର ମାସେ ଯାଏ ଚାଲିବ। ରାଜ୍ୟରେ ଯାନବାହନ...

୪ ଔଷଧ ଦୋକାନରୁ ୧୦ ଲକ୍ଷ ଚୋରି

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ରାଜଧାନୀସ୍ଥିତ ଖଣ୍ଡଗିରି ଏମ୍‌ସ ରୋଡରେ ସିରିଜି ଚୋରି ହୋଇଛି। ୪ଟି ମେଡିଶିନ ଦୋକାନରୁ ନଗଦ ୩ ଲକ୍ଷ ଓ ଔଷଧ ଚୋରି ହୋଇଛି। ନଗଦ...

ଏମ୍‌ବିବିଏସ୍‌ ପାଇଛି ବୋଲି ପାନଦୋକାନୀ ଖବର ଦେଇଥିଲେ

କେବଳ ରାଜ୍ୟ ନୁହେଁ, ସମଗ୍ର ଦେଶରେ ଡ. ମାନସ ପୁହାଣ ଜଣେ ପ୍ରତିଷ୍ଠିତ ଚର୍ମରୋଗ ବିଶେଷଜ୍ଞ। ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅନ୍ତର୍ଗତ ବାଘମରା ଗାଁରେ...

ବିଶ୍ୱ ହିନ୍ଦୁ ପରିଷଦର ପ୍ରତିଷ୍ଠା ଉତ୍ସବ: ଶାନ୍ତି, ମୈତ୍ରୀ ଏକତାର ସୂତ୍ରରେ ବାନ୍ଧିହେବା

ନୂଆପଡା ଅଫିସ,୨୭ା୮ ଆମ ଦେଶ ଏକଦା ରାମ ରାଜ୍ୟ ଭାବେ ଅଭିହିତ ହୋଇ ରହିଥିଲା । ପରବର୍ତ୍ତି ସମୟରେ ବୈଦେଶିକ ଶତ୍ରୁ ଆକ୍ରମଣର ଶିକାର ହୋଇ...

Advertisement
Archives

Model This Week