ଭୁବନେଶ୍ୱରରୁ ଆଜି ୩୮ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୭

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୮କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୬୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯୯୨୯ଜଣ ସୁସ୍ଥ ହୋଇଛନ୍ତି। ସେହିପରି୨୧୫ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୪୮୩ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri