ଆଜି ଭୁବନେଶ୍ୱରରୁ ୩୮୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ)-ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱରରୁ ୩୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୮୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି। ଏହାସହ ଆଜି ୨୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି। ଗଙ୍ଗନଗର ସେଲଟର ହୋମରୁ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟ ନିକଟ ଏକ ସରକାରୀ ଅଫିସରୁ ୧୫, ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୧ ଜଣ, ଏକ ଘରୋଇ ହସ୍ପିଟାଲରୁ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୮୬୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫୧୨୪ ଜଣ ସୁସ୍ଥ ହୋଇଛନ୍ତି ଓ ୩୬ ଜଣଙ୍କର ମୃତ୍ୟୁ ହୋଇଛି। ବର୍ତ୍ତମାନ ୩୪୭୮ ଜଣ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri