ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪, କେନ୍ଦ୍ରାପଡାରୁ ୧୨୨, ସୁନ୍ଦରଗଡରୁ ୧୨୧, କଳାହାଣ୍ଡିରୁ ୧୧୨, ବଲାଙ୍ଗୀରରୁ ୧୦୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବରଗଡରୁ ୮୧, ନୂଆପଡାରୁ ୮୦, ଢେଙ୍କାନାଳରୁ ୭୯, ଜଗତସିଂହପୁର, ସମ୍ବଲପୁରରୁ ୭୨ ଜଣ ଲେଖାଏଁ, ରାୟଗଡାରୁ ୭୦, ଭଦ୍ରକରୁ ୬୪, କନ୍ଧମାଳରୁ ୫୯, ନବରଙ୍ଗପୁରରୁ ୫୬, ନୟାଗଡରୁ ୫୨, ସୁବର୍ଣ୍ଣପୁରରୁ ୫୦ , କୋରାପୁଟରୁ ୪୮, ଗଞ୍ଜାମରୁ ୪୨, ବୌଦ୍ଧରୁ ୨୬, ମାଲକାନଗିରିରୁ ୨୬, ଅନୁଗୋଳରୁ ୧୯, ଦେବଗଡରୁ ୧୬, ଗଜପତିରୁ ୧୫ ଓ ରାଜ୍ୟପୁଲରୁ ୧୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍‌ଏମ୍‌ଆର୍‌ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...

ରାୟଗଡ଼ାରେ ପହଞ୍ଚିଲେ ଆଉ ୪୬୧ ଶ୍ରମିକ

ରାୟଗଡ଼ା ଅଫିସ,୧୬ା୫: ଦକ୍ଷିଣ ଭାରତରେ ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ଓଡ଼ିଶା ସରକାର ପର୍ଯ୍ୟାୟକ୍ରମେ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ଆଣୁଛନ୍ତି। ଗୁରୁବାର ୨ଟି ଏକ ସ୍ବତନ୍ତ୍ର ଟ୍ରେନ୍‌ରେ...

୧୬ରେ ଓଡ଼ିଶା ଆସିବ ଡାକୋଟା ବିମାନ

ଭୁବନେଶ୍ୱର,୧୧l୧(ବ୍ୟୁରୋ): ସବୁ କଳ୍ପନାର ଅନ୍ତ ଘଟାଇ ଆସନ୍ତା ୧୬ ତାରିଖରେ ଓଡ଼ିଶା ଆସିବ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଡାକୋଟା ବିମାନ। କୋଲକାତାରେ ଥିବା ଏହି ବିମାନ...

ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି  ୧୯୬...

ନେତ୍ରୋତ୍ସବରେ ରଥରେ ଲାଗି ହେବ ସୋଲଫୁଲ

ଖୋର୍ଦ୍ଧା ଅଫିସ,୨୯ା୬: ପାଖେଇ ଆସିଲାଣି ମହାପ୍ରଭୁ ଜଗନ୍ନାଥଙ୍କ ଘୋଷଯାତ୍ରା। ପୁରୀ ବଡଦାଣ୍ଡରେ ରଥଖଳା ଚଳଚଞ୍ଚଳ। ନେତ୍ରୋତ୍ସବରେ ଠାକୁରଙ୍କ ରଥରେ ଲାଗି ହେବ ସୋଲଫୁଲ। ସେଥିପାଇଁ ଖୋର୍ଦ୍ଧା...

୪ ଯାଏ ବଡ଼ ବର୍ଷା ନାହିଁ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ରାଜ୍ୟରୁ ଲଘୁଚାପ ଅପସରି ଯାଇଛି। ଆସନ୍ତା ନଭେମ୍ବର ୪ ତାରିଖ ଯାଏ କୌଣସି ବଡ଼ ବର୍ଷାର ସମ୍ଭାବନା ନାହିଁ । ତେବେ ଆସନ୍ତା ୨୪...

ଅସରଳାରେ ବଢୁଛି ପକ୍ଷୀ ଶିକାର

ଖୋର୍ଦ୍ଧା ଅଫିସ,୧୯।୮: ବୋଲଗଡ ବ୍ଲକ ଅଧୀନ ଅସରଳା ଗ୍ରାମରେ ଅବାଧରେ ଚାଲିଛି ପକ୍ଷୀ ଶିକାର। ଶିକାରୀମାନେ ସତର୍କତାର ସହ ବିଭିନ୍ନ ଉପାୟରେ ଗଛରେ ଥିବା ପକ୍ଷୀଙ୍କୁ...

କରୋନା ଅଣାୟତ୍ତ: ୨୦ ଦିନରେ ୨୦ ଲକ୍ଷ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୧୮।୭: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଆସନ୍ତା ୨୦ ଦିନରେ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇଗୁଣା ହୋଇ ୨୦ ଲକ୍ଷ...

Advertisement
Archives

Model This Week