Advertisement

ଆଜି ରାଜ୍ୟରେ ୩୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୫ ହଜାର ୯୫୯ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୋଳରୁ ୧, ବରଗଡ଼ରୁ ୨, ବଲାଙ୍ଗୀରରୁ ୧, କଟକରୁ ୭, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୧, ନୂଆପଡ଼ାରୁ ୨, ସମ୍ବଲପୁରରୁ ୫, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍‌ ପୁଲ୍‌ରୁ ୧ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଗ ଭିତରୁ ମିଳିଲା ନବଜାତ ଶିଶୁପୁତ୍ର

ଚମ୍ପୁଆ,୨।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଧୀନ ସଶାଙ୍ଗ ଗ୍ରାମ ନିକଟରୁ ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, ରାସ୍ତକଡ଼ରେ ଏକ ନବଜାତ...

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୪୦୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୯।୯ (ବ୍ୟୁରୋ): ଓଡ଼ିଶାରେ ଶନିବାର ୪ ହଜାର ୯୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ସୁଯୋଗ ଦେଲେ ପିଲା ଇତିହାସ ସୃଷ୍ଟି କରିିବେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରେ ସୋମବାର ଦ୍ବିତୀୟ ପର୍ଯ୍ୟାୟରେ ଆଉ ୧୦ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି। ଏଥିରେ ଶେରଗଡ଼ ବ୍ଲକର ୫...

ଦାୟିତ୍ୱ ନେଲେ ପିସିସି ସଭାପତି

ଭୁବନେଶ୍ୱର, ୧୧ା୬(ବ୍ୟୁରୋ): କଂଗ୍ରେସର ଗୌରବମୟ ଇତିହାସ ରହିଛି। ଏ ରାଜ୍ୟ, ଜାତି ଓ ଦେଶକୁ କଂଗ୍ରେସ ବହୁତ କିଛି ଦେଇଛି। ରାଜନୈତିକ ଯାତ୍ରାରେ ଉତ୍‌ଥାନ-ପତନ ଲାଗି...

ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ...

ଖାରବେଳ ଭବନରେ ଖୋଲିବ ଏଜି ଅଫିସ

ଭୁବନେଶ୍ୱର,୩।୯(ବ୍ୟୁରୋ): ନିକଟରେ ଉଦ୍‌ଘାଟନ ହୋଇଥିବା ଖାରବେଳ ଭବନରେ ରାଜ୍ୟ ସରକାର ଆଡଭୋକେଟ ଜେନେରାଲ(ଏଜି)ଙ୍କ ଅଫିସ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଦ୍ୱାରା ହାଇକୋର୍ଟ ଠାରୁ ଆରମ୍ଭ କରି...

କେନ୍ଦ୍ର ଉପରେ ୩ ହଜାର କୋଟି ଜିଏସ୍‌ଟି ବାକି

ଭୁବନେଶ୍ୱର,୧୩।୭(ବ୍ୟୁରୋ):  କେନ୍ଦ୍ର ସରକାରଙ୍କ ଉପରେ ୨୭୩୯ କୋଟି ଟଙ୍କାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ବାକି ରହିଛି। ଚଳିତ ମୌସୁମୀ ଅଧିବେଶନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ...

ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା...

Advertisement
Archives

Model This Week