ଭୁବନେଶ୍ୱରରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୩୫ ଲୋକାଲ କେସ୍‌

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ୩୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୫୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୨୩୫ ରହିଛି। ସେହିପରି ଆଜି ୩୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା ବିଏମସି ଅଞ୍ଚଳରୁ ୧୩୬୮୯ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୪୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୮୫୨୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri