ଆଜି ରାଜ୍ୟରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୩୪, ପୁରୀରୁ ୨୭୪, ବାଲେଶ୍ୱରରୁ ୧୯୪, କେନ୍ଦ୍ରାପଡାରୁ ୧୩୯, ସୋନପୁରରୁ ୧୩୬, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୦, ଅନୁଗୋଳରୁ ୧୧୬, ରାୟଗଡାରୁ୧୧୩, ଝାରସୁଗୁଡାରୁ ୧୧୧, ଭଦ୍ରକରୁ ୧୦୪, ବରଗଡରୁ ୯୫, ସମ୍ବଲପୁର, ସୁନ୍ଦରଗଡରୁ ୯୦ ଜଣ ଲେଖାଏ, କୋରାପୁଟରୁ ୮୮, ମୟୂରଭଞ୍ଜରୁ ୮୩, ନୂଆପଡାରୁ ୭୭, କନ୍ଧମାଳରୁ ୭୫, ନବରଙ୍ଗପୁରରୁ ୭୧, ଢେଙ୍କାନାଳ, ଗଞ୍ଜାମରୁ ୬୭ ଜଣ ଲେଖାଏ, କେନ୍ଦୁଝରରୁ ୫୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗୀରରୁ ୪୬, କଳାହାଣ୍ଡିରୁ ୪୨, ବୌଦ୍ଧରୁ ୩୪, ମାଲକାନଗିରିରୁ ୩୩, ଦେବଗଡରୁ ୧୭, ଗଜପତିରୁ ୧୫ ଓ ଷ୍ଟେଟପୁଲରୁ ୨୦୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିବା ଘଟଣା, ୨୪ଘଣ୍ଟାରେ ଧରିଲା ପୋଲିସ

ପୁରୁଷୋତ୍ତମପୁର,୨୮।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ବଷ୍ଚ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଥିଲା ।ନିର୍ମମଭାବରେ ହାଣି ହତ୍ଯାଉଦ୍ଯମ କରିବା…

CJP ଆଗରେ ପୁଣି ନଇଁଲେ କି ସରକାର? ସୌରଭ ଦାସଙ୍କ FIR ପ୍ରତ୍ୟାହାରକୁ ନେଇ ବଡ଼ ଦାବି

ନୂଆଦିଲ୍ଲୀ,୨୮ା୭: କୋକ୍ରୋଚ୍ ଜନତା ଦଳ ଦିଲ୍ଲୀର ଜନ୍ତରମନ୍ତରରେ କିଛି ଦିନ ଧରି ପ୍ରତିବାଦ ପ୍ରଦର୍ଶନ କରିଥିଲା। ସଂସଦ ଅଭିମୁଖେ ଯାତ୍ରା ସମୟରେ, ଦିଲ୍ଲୀ ପୋଲିସ ଭିଡ଼କୁ ନିୟନ୍ତ୍ରଣ…

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତିକୁ ସ୍ବାଗତ କଲେ କନ୍ଧମାଳ ଏମପି: କହିଲେ, ଏହା ଏକ ମାଇଲଖୁଣ୍ଟ

ଦାରିଙ୍ଗବାଡି,୨୮।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟକୁ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ନାମରେ ନାମିତ କରିବା ନିଷ୍ପତ୍ତିକୁ ନେଇ ଦାରିଙ୍ଗବାଡି ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri