ଆଜି ସର୍ବାଧିକ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ: ଜାଣନ୍ତୁ କେଉଁ ଜିଲାରୁ କେତେ ସୁସ୍ଥ

ଭୁବନେଶ୍ୱର,୧୧।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୨୫, ସୁନ୍ଦରଗଡରୁ ୨୬୭, ବରଗଡରୁ ୨୪୪, ମୟୂରଭଞ୍ଜରୁ ୨୪୦, ବାଲେଶ୍ୱରରୁ ୧୮୭, ଯାଜପୁରରୁ ୧୮୫, କେନ୍ଦ୍ରାପଡାରୁ ୧୭୯, ଅନୁଗୋଳରୁ ୧୬୭, ଗଞ୍ଜାମରୁ ୧୫୭, ପୁରୀରୁ ୧୩୨, ଭଦ୍ରକରୁ ୧୩୦, ଜଗତସିଂହପୁରରୁ ୧୩୦, ଝାଡସୁଗୁଡାରୁ ୧୩୦, କେନ୍ଦୁଝରରୁ ୭୮, ସମ୍ବଲପୁରରୁ ୭୭, କୋରାପୁଟରୁ ୭୪, ନୂଆପଡାରୁ ୭୪, ନବରଙ୍ଗପୁରରୁ ୫୯, ଢେଙ୍କାନାଳରୁ ୫୦, ନୟାଗଡରୁ ୪୮, ରାୟଗଡାରୁ ୪୫, କଳାହାଣ୍ଡିରୁ ୩୭, ବଲାଙ୍ଗୀରରୁ ୩୩, ସୋନପୁରରୁ ୩୩, କନ୍ଧମାଳରୁ ୩୨, ବୌଦ୍ଧରୁ ୩୧, ଦେଓଗଡରୁ ୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରିରୁ ୨୪, ଗଜପତିରୁ ୨୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରକୁ ପର୍ଯ୍ୟଟନ ହବ୍‌ରେ ପରିଣତ କରିବା ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଥୁଆମୂଳ ରାମପୁର,୨୩ା୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ସୌନ୍ଦର୍ଯ୍ୟକରଣ, ଭିତ୍ତିଭୂମିର ଉନ୍ନତି ଓ ସାମଗ୍ରିକ ବିକାଶ ପାଇଁ…

NEET ପେପର ଲିକ ମାମଲାରେ ସଞ୍ଜୀବ ମୁଖିଆଙ୍କୁ କ୍ଲିନଚିଟ୍‌: ମିଳିଲାନି କୌଣସି ପ୍ରମାଣ

ନୂଆଦିଲ୍ଲୀ,୨୩।୭: NEET-UG 2024 ପେପର୍‌ ଲିକ ମାମଲାରେ CBI ସଞ୍ଜୀବ ମୁଖିଆଙ୍କୁ କ୍ଲିନ ଚିଟ ଦେଇଛି। ତଦନ୍ତକାରୀ ସଂସ୍ଥା କହିଛି ଯେ, ସଞ୍ଜୀବ କୁମାର ଓରଫ ସଞ୍ଜୀବ…

CJP Protest: ସର୍ତ୍ତ ମାନିନେଲେ ମୋଦି ସରକାର, ଜନ୍ତରମନ୍ତର ଯାଇ କରିବେ…

ନୂଆଦିଲ୍ଲୀ,୨୩।୭: NEET ପେପର ଲିକ୍ ପ୍ରସଙ୍ଗକୁ ନେଇ ରାଜରାସ୍ତାରୁ ସଂସଦ ପର୍ଯ୍ୟନ୍ତ ରାଜନୈତିକ ଉଷ୍ମତା ଜାରି ରହିଛି ।ଜନ୍ତରମନ୍ତରରେ CJP ଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ଅଟଳ…

ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ନେଇ ପ୍ରତିବାଦ, ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଛାତ୍ରୀଛାତ୍ର ଏକାଠି ହୋଇ…

କେସିଙ୍ଗା,୨୩ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ କେସିଙ୍ଗା ୟୁଥ ଆସୋସିଏଶନର ସଭାପତି ଶମ୍ଭୁ ବିଶିଙ୍କ ନେତୃତ୍ୱରେ ନିଟ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍‌ ଘଟଣାକୁ ନେଇ ୪ଦଫା ଦାବିପତ୍ର,…

Dharmendra Pradhan Love Story: ରାଜନୀତି ପଛରେ ଲୁଚିଥିବା ପ୍ରେମ କାହାଣୀ! ମଞ୍ଚରୁ ଆରମ୍ଭ ହୋଇଥିଲା….

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ପ୍ରତି ଜାତୀୟ ରାଜନୀତିରେ ଚର୍ଚ୍ଚାର ବିଷୟ ସାଜିଛନ୍ତି । ତାଙ୍କ ରାଜନୈତିକ ଯାତ୍ରା ସହିତ, ତାଙ୍କ ବ୍ୟକ୍ତିଗତ ଜୀବନର…

ମୋତେ ଚୁମ୍ବନ ଦେଇ… କରଣଙ୍କ ନାଁରେ ଗମ୍ଭୀର ଅଭିଯୋଗ ଆଣିଲେ ଅଭିନେତ୍ରୀ

ଟିଭି ଅଭିନେତ୍ରୀ ସାନଭି ତଲୱାର ଅଭିନେତା କରଣ କୁନ୍ଦ୍ରାଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ‘ୟେ କହାନ ଆ ଗୟେ ହମ’ ଟିଭି ଶୋ’ର ଶୁଟିଂ ସମୟରେ…

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri