ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ ୧୧୮, କଳାହାଣ୍ଡିରୁ ୧୧୭, କେନ୍ଦୁଝରରୁ ୧୧୭, ବାଲେଶ୍ୱରରୁ୧୧୬, ସୁନ୍ଦରଗଡରୁ ୧୧୬, ବରଗଡରୁ ୧୧୪, କେନ୍ଦ୍ରାପଡାରୁ ୧୦୭, ନବରଙ୍ଗପୁରରୁ ୮୯, ବଲାଙ୍ଗୀରରୁ ୮୦, ଢେଙ୍କାନାଳରୁ ୭୫, କୋରାପୁଟରୁ ୭୩, ସୋନପୁରରୁ ୭୩ ଜଣ ସୁସ୍ଥ ହୋଇଛନ୍ତି।
ସେହିପରି କନ୍ଧମାଳରୁ ୭୧, ଗଞ୍ଜାମରୁ ୬୭, ରାୟଗଡାରୁ ୬୪, ପୁରୀରୁ ୫୫, ନୟାଗଡରୁ ୫୦, ବୌଦ୍ଧରୁ ୪୪, ଗଜପତିରୁ ୪୦, ମାଲକାନଗିରିରୁ ୩୪, ଭଦ୍ରକରୁ ୧୬, ଦେବଗଡରୁ ୮ଜଣ, ଷ୍ଟେଟପୁଲରୁ ୨୮୯ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

BMCର ବଡ଼ ସୂଚନା: ଜାନୁଆରୀ ୪ରେ ‘ପଥ ଉତ୍ସବ’

ଭୁବନେଶ୍ବର,୩୦।୧୨: ଭୁବନେଶ୍ୱର ମହାନଗର ନିଗମ୍‌(BMC) ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଦିଆଯାଇଛି। ରାଜଧାନୀ ଭୁବନେଶ୍ୱରରେ ଜାନୁଆରୀ ୪ତାରିଖରୁ ଚଳିତ ସିଜିନ୍‌ର ପ୍ରଥମ ‘ପଥ ଉତ୍ସବ’...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ଯିବେ ରାଜଦରବାର

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ମୁଖ୍ୟମନ୍ତ୍ରୀ ଓହ୍ଲାଇଛନ୍ତି। କିଛି ସମୟ ପରେ ଧନୁଯାତ୍ରା ଦେଖିବାକୁ ରାଜଦରବାର ଯିବେ।...

ତାମିଲନାଡୁରେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଷ୍ଟାଲିନ ସରକାରଙ୍କୁ ଭାଜପାର କଡ଼ା ନିନ୍ଦା

ଭୁବନେଶ୍ୱର,୩୦ ।୧୨: ତାମିଲନାଡୁରେ ଜଣେ ଓଡ଼ିଆ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ଏହି ଘଟଣାକୁ ନେଇ ଶ୍ରମ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ତୀବ୍ର ପ୍ରତିକ୍ରିୟା...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri