ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୨୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ ୧୫୦, ମୟୂରଭଞ୍ଜରୁ ୧୨୬, ସୋନପୁରରୁ ୧୨୨, କୋରାପୁଟରୁ ୧୧୯, ବାଲେଶ୍ୱରରୁ ୧୦୮, ବଲାଙ୍ଗିରରୁ ୧୦୮, ଗଞ୍ଜାମରୁ ୧୦୩, ଜଗତସିଂହପୁରରୁ ୯୭, କେନ୍ଦୁଝରରୁ ୮୩, ବୌଦ୍ଧରୁ ୭୬, କେନ୍ଦ୍ରାପଡ଼ାରୁ ୭୫, କନ୍ଧମାଳରୁ ୬୯, ଝାରସୁଗୁଡ଼ାରୁ ୬୬, ସୁନ୍ଦରଗଡ଼ରୁ ୬୪, ଭଦ୍ରକରୁ ୬୨, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୬୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୫୬, କଳାହାଣ୍ଡିରୁ ୫୧, ଗଜପତିରୁ ୨୯, ଦେବଗଡ଼ରୁ ୨୪, ନବରଙ୍ଗପୁରରୁ ୨୪ ଓ ମାଲକାନଗିରିରୁ ୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri