CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୧୯୮ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୫୫ ହଜାର ଟପିଲା

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ମୋଟ୍‌ ୩୦ ଜିଲାରୁ ୪,୧୯୮ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୪୭୬ ଜଣ ଚିହ୍ନଟ ହୋଇଥିବା ବେଳେ ୧୭୨୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୫୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୬୭ ଏବଂ ବଲାଙ୍ଗୀରରୁ ୧୯୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୧୦୮, ବାଲେଶ୍ୱର ୧୩୦, ବରଗଡ଼ ୯୫, ଭଦ୍ରକ ୫୩ , ବୌଦ୍ଧ ୧୯, ଦେବଗଡ଼ ୩୪, ଢେଙ୍କାନାଳ ୮୦, ଗଜପତି ୧୪, ଗଞ୍ଜାମ ୪୪, ଜଗତସିଂହପୁର ୯୭, ଯାଜପୁର ୧୫୬, ଝାରସୁଗୁଡ଼ା ୯୫, କଳାହାଣ୍ଡି ୯୩, କନ୍ଧମାଳ ୭୮, କେନ୍ଦ୍ରାପଡ଼ା ୧୪୩, କେନ୍ଦୁଝର ୬୭, କୋରାପୁଟ ୯୯, ମାଲକାନଗିରି ୨୨, ମୟୂରଭଞ୍ଜ ୧୩୩, ନବରଙ୍ଗପୁର ୯୮, ନୟାଗଡ଼ ୪୩, ନୂଆପଡ଼ା ୧୧୬, ରାୟଗଡ଼ା ୧୩୬, ସମ୍ବଲପୁର ୧୩୦ , ସୋନପୁର ୭୪ ଏବଂ ସୁନ୍ଦରଗଡ଼ରୁ ୧୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ବେଳେ ୧,୧୮,୬୪୨ ଜଣ ସୁସ୍ଥ ହୋଇଛନ୍ତି। ୩୫,୬୭୩ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri