ଭୁବନେଶ୍ୱରରେ ମାଡି ଚାଲିଛି କରୋନା: ଆଜି ଲୋକାଲରୁ ଚିହ୍ନଟ ହେଲେ ୨୩୬ ଆକ୍ରାନ୍ତ

ଭୁବନେଶ୍ୱର,୯।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ହୁ ହୁ ମାଡି ଚାଲିଛି କରୋନା। ବୁଧବାର ଆଉ ୪୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନା ଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୧୪୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୯୩୫୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୫୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୫୦୭୭ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri