ରାଜ୍ୟରେ କରୋନାର ସଙ୍ଗୀନ ସ୍ଥିତି: ଦିନକରେ ୪୫୨ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଶନିବାର ରାଜ୍ୟରେ ୪୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୬୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୨ ହଜାର ୨୨୪ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୭ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧୨, ବାଲେଶ୍ୱରରୁ ୫, ବରଗଡ଼ରୁ ୧୯, ଭଦ୍ରକରୁ ୪, ବଲାଙ୍ଗୀରରୁ ୧୫, କଟକରୁ ୨୬, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧, ଗଜପତିରୁ ୪, ଗଞ୍ଜାମରୁ ୧୩, ଜଗତ୍‌ସିଂହପୁରରୁ ୧, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୧୭, କଳାହାଣ୍ଡିରୁ ୨୯, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ୩ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୨, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୧୦, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୧, ନୂଆପଡ଼ାରୁ ୭୧ , ପୁରୀରୁ ୧୧, ରାୟଗଡ଼ାରୁ ୫ ,ସମ୍ବଲପୁରରୁ ୧୦ ଓ ସୁନ୍ଦରଗଡ଼ରୁ ୭୫ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଥ୍ରାକ୍ସ ଆଳରେ ଚାପି ଦିଆଯାଉଛି ହାତୀ ମୃତ୍ୟୁ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଗତ ଦଶବର୍ଷ ମଧ୍ୟରେ ରାଜ୍ୟରେ ୭୮୪ ହାତୀ ମରିଛନ୍ତି। କେବଳ ଚଳିତବର୍ଷ ଅଗଷ୍ଟ ୨୩ ସୁଦ୍ଧା ୩୬ ହାତୀର ମୃତ୍ୟୁ ଘଟିଛି। ବିଦ୍ୟୁତ୍‌ ଆଘାତ,...

୩ ଦିନ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୪(ବ୍ୟୁରୋ): ରାଜ୍ୟରେ ଗତ ଦୁଇଦିନ ହେବ ମେଘୁଆ ପାଗ ସାଙ୍ଗକୁ ଝଡ଼ବର୍ଷା ଲାଗି ରହୁଛି। ଏଥିଯୋଗୁ ତାତି କମିଛି। ପାରଦ ୪୦ ଡିଗ୍ରୀ ସେଲସିୟସ୍‌ ତଳକୁ...

ହରିଶଙ୍କରରୁ ନୃସିଂହନାଥକୁ ପାହାଡ ଚଢି ଯିବା ମଜା ନିଆରା

ଖପ୍ରାଖୋଲ, ୧୭ା୫(ଡି.ଏନ.ଏ.):ବଲାଙ୍ଗୀର ଜିଲା ଓ ବରଗଡ ଜିଲା ସୀମାନ୍ତରେ ରହିଛି ଗନ୍ଧମାର୍ଦ୍ଦନ ପାହାଡ ା ପାହାଡର ଦୁଇପାର୍ଶ୍ୱରେ ହରିଶଙ୍କର ଏବଂ ନୃସିଂହନାଥ ପୀଠ ା ବର୍ଷ...

ଶିକାରୀଙ୍କ ହାତରେ ଟ୍ରାଙ୍କୁଲାଇଜର

ଅସମାପିକା ସାହୁ ଭୁବନେଶ୍ୱର,୧୪।୫: ଆସାମର ଓରାଙ୍ଗ ଜାତୀୟ ଉଦ୍ୟାନରେ ବନ୍ୟାପ୍ରାଣୀ ମାଫିଆମାନେ ଅଭିନବ ଉପାୟରେ ଗଣ୍ଡାର ଶିଙ୍ଗକୁ କାଟି ନେଇଛନ୍ତି। ନିକଟରେ ଉଦ୍ୟାନ କର୍ମଚାରୀମାନେ ମୁୱାମାରି...

୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍‌

ପିପିଲି,୨୭ା୬(ଡି.ଏନ୍‌.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ...

ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍‌ରେ ବୋମା! ଯାତ୍ରୀଙ୍କୁ ବାହାର କରି ଚାଲିଛି ଯାଞ୍ଚ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ନେଇ ସୂଚନା ମିଳିଛି। ଏହାପରେ ଟ୍ରେନ୍‌କୁ ଅଟକାଇ ବମ ସ୍କ୍ବାର୍ଡ ବୁଧବାର ଯାଞ୍ଚ ଆରମ୍ଭ କରିଛି ।...

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮ ଲକ୍ଷ ଟଙ୍କା। ଟାଉନ ଥାନା...

ବଢୁଛି ପୋଲିସର ଅତ୍ୟାଚାର:ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲେ ଆଦିବାସୀ ପରିବାର

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଗଞ୍ଜାମ ଜିଲା ସଲପତଇଲା ଗ୍ରାମରେ ରହୁଥିବା କେତେକ ଆଦିବାସୀ ପରିବାର ଉପରେ ପୋଲିସର ନିର୍ଯାତନା ବଢିବାରେ ଲାଗିଛି। ତାରସିଂ ଥାନା ପୋଲିସ ମିଥ୍ୟା ମାମଲାରେ ଲୋକଙ୍କୁ...

Advertisement
Archives

Model This Week