ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ୨୦, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୭, ମୟୂରଭଞ୍ଜରୁ ୧୫, ଅନୁଗୋଳ ଓ କୋରାପୁଟରୁ ୧୧ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରି ଏବଂ କେନ୍ଦ୍ରାପଡାରୁ୯ ଜଣ ଲେଖାଏଁ, କେନ୍ଦୁଝରରୁ ୭, ଝାରସୁଗୁଡାରୁ ୬, ବୌଦ୍ଧରୁ ୫, ଦେବଗଡରୁ ୪, ବରଗଡ, ନବରଙ୍ଗପୁର ଓ ସମ୍ବଲପୁରରୁ ୩ ଜଣେ ଲେଖାଏଁ, ବଲାଙ୍ଗୀର, ପୁରୀ ଏବଂ ରାୟଗଡାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ ଏବଂ ଜଗତସିଂହପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨୯୦୯ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିକୁ ଦୌଡ଼ିଦୌଡ଼ି ପ୍ରାଣ ହରାଇଲେ ଚାଷୀ, ମିଲର-ସମ୍ପାଦକଙ୍କ ନାଁରେ ଅଭିଯୋଗ ଆଣି…

ରାଜନଗର,୨୬ା୨(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଜୁଣଗଡ଼ି ଗାଁରେ ଜଣେ ଚାଷୀ ମଣ୍ଡିକୁ ଦୌଡ଼ିଦୌଡ଼ି ଶେଷରେ ପ୍ରାଣ ହରାଇଛନ୍ତି। ମୃତ ଚାଷୀ ଜଣକ ହେଲେ ତ୍ରିଲୋଚନ…

NCERT ପୁସ୍ତକ ତ୍ରୁଟିକୁ ନେଇ କ୍ରୋଧିତ ହେଲେ ପ୍ରଧାନମନ୍ତ୍ରୀ, ‘ପିଲାମାନଙ୍କୁ କ’ଣ ପଢ଼ାଯାଉଛି,ଧ୍ୟାନ ଦେବା ଉଚିତ’

ନୂଆଦିଲ୍ଲୀ,୨୬।୨: ନୂତନ NCERT ଶ୍ରେଣୀ 8 ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକରେ “ନ୍ୟାୟପାଳିକାରେ ଦୁର୍ନୀତି” ଉପରେ ଏକ ଅଧ୍ୟାୟ ଯୋଡା ଯାଇଥିଲା, ଯାହା ବିବାଦ ସୃଷ୍ଟି କରିଛି ।…

ଭାରତ-ଇସ୍ରାଏଲ ବନ୍ଧୁତାକୁ ‘ବିଶେଷ’ ମାନ୍ୟତା: ‘ଆତଙ୍କବାଦ ବିରୋଧୀ’ ମାଷ୍ଟରପ୍ଲାନ ପ୍ରସ୍ତୁତ କଲେ ମୋଦି-ନେତାନ୍ୟାହୁ

ଜେରୁଜେଲମ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ମଧ୍ୟରେ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି। ଏହି ବୈଠକକୁ ଐତିହାସିକ ବୋଲି ବର୍ଣ୍ଣନା…

DGCAର ନୂଆ ନିୟମ, ବୁକିଂର ୪୮ ଘଣ୍ଟା ମଧ୍ୟରେ ଟିକେଟ୍ ବାତିଲ କଲେ….

ନୂଆଦିଲ୍ଲୀ,୨୬।୨: ଲକ୍ଷ ଲକ୍ଷ ବିମାନ ଯାତ୍ରୀଙ୍କୁ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ (DGCA) ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛି । ଯଦି ୪୮ ଘଣ୍ଟା ମଧ୍ୟରେ ବୁକ୍…

‘ନ୍ୟାୟପାଳିକାକୁ ଅପମାନିତ କରିବାର କୌଣସି ଉଦ୍ଦେଶ୍ୟ ନାହିଁ’, NCERT ପୁସ୍ତକ ବିବାଦକୁ ନେଇ ବଡ଼ ବୟାନ ଦେଲେ ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୬।୨: NCERT ଶ୍ରେଣୀ ୮ ପାଠ୍ୟପୁସ୍ତକରେ ‘ନ୍ୟାୟପାଳିକାରେ ଦୁର୍ନୀତି’ ଅଧ୍ୟାୟକୁ ନେଇ ସୃଷ୍ଟି ହୋଇଥିବା ବିବାଦ ସମ୍ପର୍କରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ‘ଯାହା…

କଳସ ଯାତ୍ରାରେ ବାଣ ବିସ୍ଫୋରଣ, 10ରୁ ଉର୍ଦ୍ଧ୍ବ ଆହତ

କେନ୍ଦ୍ରାପଡା,୨୬।୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଗୁଲୁନଗର ଗାଁରେ ବଡ଼ ଅଘଟଣ । ବାଣ ବିସ୍ଫୋରଣରେ ୧୦ରୁ ଉର୍ଦ୍ଧ୍ବ ବ୍ୟକ୍ତି ଆହତ ହୋଇଛନ୍ତି । ସାମାନ୍ୟ ଭୁଲରୁ ଉତ୍ସବ ସ୍ଥଳ…

ଦକ୍ଷିଣ ଆଫ୍ରିକାର ବିଜୟ ପାଇଁ ସାରା ଦେଶରେ କରାଯାଉଛି ପ୍ରାର୍ଥନା! ଏମିତି ହେଲେ କ’ଣ ହେବ? ଚମକାଇ ଦେଉଛି ସମୀକରଣ

ନୂଆଦିଲ୍ଲୀ,୨୬।୨: ଦକ୍ଷିଣ ଆଫ୍ରିକା ଭାରତୀୟ କ୍ରିକେଟ ଦଳର ସେମିଫାଇନାଲ ସ୍ଥାନର ଚାବିକାଠି ଧରିଛି। ଗୁରୁବାର, ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ…

OTET ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣା: ଆସନ୍ତା ୫ରେ ହେବ ଶୁଣାଣି

କଟକ,୨୬ା୨(ପ୍ରଭୁ କଲ୍ୟାଣ ମହାପାତ୍ର): ବୋର୍ଡ ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଜାଲିଆତି ଘଟଣାରେ ହାଇକୋର୍ଟରେ ୮ ଅଭିଯୁକ୍ତଙ୍କ ଜାମିନ ଆବେଦନ ଉପରେ ଗୁରୁବାର ଶୁଣାଣି ଶେଷ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri