ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ୨୦, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୭, ମୟୂରଭଞ୍ଜରୁ ୧୫, ଅନୁଗୋଳ ଓ କୋରାପୁଟରୁ ୧୧ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରି ଏବଂ କେନ୍ଦ୍ରାପଡାରୁ୯ ଜଣ ଲେଖାଏଁ, କେନ୍ଦୁଝରରୁ ୭, ଝାରସୁଗୁଡାରୁ ୬, ବୌଦ୍ଧରୁ ୫, ଦେବଗଡରୁ ୪, ବରଗଡ, ନବରଙ୍ଗପୁର ଓ ସମ୍ବଲପୁରରୁ ୩ ଜଣେ ଲେଖାଏଁ, ବଲାଙ୍ଗୀର, ପୁରୀ ଏବଂ ରାୟଗଡାରୁ ୨ ଜଣ ଲେଖାଏଁ, ଭଦ୍ରକ, ଢେଙ୍କାନାଳ ଏବଂ ଜଗତସିଂହପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୨୯୦୯ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିୟମିତ ହେଲେ ୩,୮୮୪ ଚୁକ୍ତିଭିତ୍ତିକ ଶିକ୍ଷକ

ଭୁବନେଶ୍ୱର,୨୦।୧(ବ୍ୟୁରୋ) : ଓଡ଼ିଶାର ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ମୋଟ ୩,୮୮୪ଜଣ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ରାଜ୍ୟ ସରକାର ନିୟମିତ କରିଛନ୍ତି। ଏ ସମ୍ପର୍କିତ ଫାଇଲ୍‌...

ପୋଲିସ କ୍ୱାର୍ଟର୍ସରେ ନାବାଳିକାଙ୍କୁ ଗଣବଳାତ୍କାର :ବହିଷ୍କୃତ ପୋଲିସ କନଷ୍ଟେବଳ ଗିରଫ, ୩ ଅଟକ

ପୁରୀ ଅଫିସ, ୩।୧୨: ଶ୍ରୀକ୍ଷେତ୍ରରେ ଘଟିଛି ପୁଣି ଏକ କଳଙ୍କିତ ଘଟଣା। ସୋମବାର ରାତିରେ ଜଣେ ନାବାଳିକା(୧୭)ଙ୍କୁ ପୋଲିସ କ୍ୱାର୍ଟର୍ସରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।...

କଲେଜ ପରିଚାଳନା କମିଟିରୁ ରାଜନେତା ବାଦ୍‌ ପଡ଼ିବା ପ୍ରସଙ୍ଗ: ସୁଶାନ୍ତ କହିଲେ ‘ବିଧାୟକଙ୍କୁ ସଦସ୍ୟ ଭାବେ ରଖାଯାଉ’

ଭୁବନେଶ୍ୱର,୨୪।୧(ବ୍ୟୁରୋ): କଲେଜ ପରିଚାଳନା କମିଟିରୁ ରାଜନେତାଙ୍କୁ ବାଦ ଦିଆଯିବା ନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଥିଲେ। ଶୁକ୍ରବାର ତାଙ୍କ ମନ୍ତବ୍ୟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି...

‘ଓଡ଼ିଶା ଟୁରିଜମ୍‌’କୁ ଆବଶ୍ୟକ ସେଲିବ୍ରିଟି ବ୍ରାଣ୍ଡ୍‌ ଆମ୍ବାସାଡର

ଭୁବନେଶ୍ୱର,୧୮ା୭(ବ୍ୟୁରୋ): ‘ଖୁସ୍‌ବୁ ଗୁଜରାଟ କି’ କ୍ୟାମ୍ପେନ୍‌ ହେଉ କି ‘ଅସମ୍‌ ଆସାମ୍‌’ କ୍ୟାମ୍ପେନ୍‌। ଅମିତାଭ ବଚ୍ଚନ ଓ ପ୍ରିୟଙ୍କା ଚୋପ୍ରାଙ୍କ ଭଳି ସେଲିବ୍ରିଟି କ୍ୟାମ୍ପେନର୍‌ ଉଭୟ...

ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫।୮(ବ୍ୟୁରୋ)-ରାଜ୍ୟରେ ଶନିବାର ୧୫୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୭୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୩୧, କଟକରୁ...

କରୋନା ସଂକ୍ରମଣ ପାଇଁ କିଏ ଦାୟୀ: ଚାଇନା ଉପରେ ବଢ଼ିଲା ଆମେରିକା ଚାପ

ଓ୍ବାଶିଂଟନ,୨୫।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଚାଇନାର ଉହାନ ସ୍ଥିତ ଲ୍ୟାବ୍‌ରୁ ଏକ ପରୀକ୍ଷା ସମୟରେ କରୋନା ଭୂତାଣୁ ଭୁଲ୍‌...

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬,...

ଗଞ୍ଜମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଅନ୍‌ଲାଇନ୍‌ରେ ୧୪ ଦିନିଆ ମାଗଣା ଡ୍ରଇଂ, ଫଟୋଶପ୍‌ ଶିକ୍ଷା

ଛତ୍ରପୁର,୧୬ା୪(ଡି.ଏନ୍‌.ଏ.): କରୋନା ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଓ ପ୍ରତ୍ୟହ ୧୯ଘଣ୍ଟା ସଟ୍‌ଡାଉନ୍‌ ଜାରି ରହିଛି। ସମସ୍ତେ ଘରେ ଅଛନ୍ତି। ବୋରିଂରୁ ମୁକ୍ତି ପାଇବା ସହ...

Play 250+ Trending Games
Archives

Model This Week

Why Dharitri