ଭୁବନେଶ୍ୱରରୁ ଆଜି ୪୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୬

ଭୁବନେଶ୍ୱର,୨୧।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯୬୦୩ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୦୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ୫୯୨ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟନଗର ରାସ୍ତାକଡ଼ରୁ ହଟିଲା ୧୧୩ ଅସ୍ଥାୟୀ ଦେକାନ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ସତ୍ୟନଗର ମୁଖ୍ୟ ରାସ୍ତାରେ ଏବେ ଟ୍ରାଫିକ୍‌ ସମସ୍ୟା ଉତ୍କଟ ହୋଇଛି। ମୁଖ୍ୟ ରାସ୍ତାର ଦୁଇପାର୍ଶ୍ୱରେ ଶତାଧିକ ଅସ୍ଥାୟୀ ଦୋକାନ ଗଢ଼ି ଉଠୁଥିବା...

ଜିଲାସ୍ତରୀୟ ଛତୁଚାଷୀ ସମ୍ମିଳନୀ :ଚାଷୀଙ୍କୁ ନିୟମିତ ରୋଜଗାର ଦେବା ଲକ୍ଷ୍ୟ

ଓଡ଼ଗାଁ,୨୪ା୧୨(ସ୍ବ.ପ୍ର.): ସମ୍ପ୍ରତି ଛତୁ ଏକ ପ୍ରମୁଖ ଖାଦ୍ୟ ସାମଗ୍ରୀ ହିସାବରେ ସମସ୍ତଙ୍କ ଗ୍ରହଣୀୟ ହୋଇପାରିଛି ା ଦିନ ଥିଲା ଏହା କେବଳ ଋତୁ ଅନୁସାରେ ଉପଲବ୍ଧ...

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ୧୫ ଦିନ ତଳେ ନେଇଥିଲେ ଟିକା

ଚଣ୍ଡିଗଡ଼,୫।୧୨: ହରିୟାଣା ସ୍ବାସ୍ଥ୍ୟମନ୍ତ୍ରୀ ଅନୀଲ ଭିଜ୍‌ଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ଟୁଇଟ୍‌ କରି ଶନିବାର ସୂଚନା ଦେଇଛନ୍ତି। ସେ...

ଶିଶୁକନ୍ୟାଙ୍କୁ ବଳାତ୍କାର କରି ବୃଦ୍ଧ ଗିରଫ

ଦଶରଥପୁର,୧୯।୯ (ଡିଏନ୍‌ଏ): ଦଶରଥପୁର ବ୍ଲକ ଚମ୍ପେଇପାଳ ପଞ୍ଚାୟତ କୁଆଁରପୁର ଗ୍ରାମର ୫ ବର୍ଷର ଶିଶୁକନ୍ୟାକୁ ଜଣେ ବୃଦ୍ଧ ବଳାତ୍କାର କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ...

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର...

କର୍ଲାମୁଣ୍ଡା ବ୍ଲକ: ଲଗାଣ ବର୍ଷାରେ ବ୍ୟାପକ କ୍ଷୟକ୍ଷତି

କର୍ଲାମୁଣ୍ଡା,୯।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମଙ୍ଗଳବାର ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଲଗାଣ ବର୍ଷା ହୋଇଛି। ଏଥିଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଜଣାପଡ଼ିଛି । ବୁଧବାର...

ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା: ଦୁଇ ବିଭାଗରେ ଓଡ଼ିଶା ଶ୍ରେଷ୍ଠ

ଭୁବନେଶ୍ୱର, ୨୬।୯ (ବ୍ୟୁରୋ): ୫୫ତମ ଅଖିଳ ଭାରତୀୟ ଶିଳ୍ପ କୌଶଳ ପ୍ରତିଯୋଗିତା(ଅଲ୍‌ ଇଣ୍ଡିଆ ସ୍କିଲ୍‌ କମ୍ପିଟିଶନ୍‌ ଫର୍‌ କ୍ରାଫ୍ଟସମେନ୍‌)ରେ ଓଡିଶାକୁ ମିଳିଛି ଦୁଇ-ଦୁଇଟି ସଫଳତା। ଦୁଇ...

ଝାରସୁଗୁଡ଼ାରେ ହେବ ଏନ୍‌ସିସି ଏୟାର୍‌ ଓ୍ବିଙ୍ଗ୍‌ କେନ୍ଦ୍ର

ଝାରସୁଗୁଡ଼ା ଅଫିସ୍‌,୬ା୩: ଝାରସୁଗୁଡ଼ାରେ ରାଜ୍ୟର ଦ୍ୱିତୀୟ ଏନ୍‌ସିସି ଏୟାର୍‌ ଓ୍ବିଙ୍ଗ କେନ୍ଦ୍ର ସ୍ଥାପନ ହେବାକୁ ଯାଉଛି। ଏଥିପାଇଁ ଝାରସୁଗୁଡ଼ା ମାଳିମୁଣ୍ଡା ନିକଟରେ ଶୁକ୍ରବାର ଭିତ୍ତିପ୍ରସ୍ତର ସ୍ଥାପନ...

Advertisement


Archives

Model This Week