Advertisement

ଭୁବନେଶ୍ୱରରୁ ଆଜି ୪୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୮

ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଆଜ ପରେ ଆଳୁ ଚଡ଼କ: ଦର ଛୁଇଁଲା ୩୦

ଭୁବନେଶ୍ୱର,୬ା୧(ବ୍ୟୁରୋ): ପିଆଜ ପରେ ଏବେ ଆଳୁ ଦର ବଢ଼ିଛି। ୧୮ରୁ ୨୦ ଟଙ୍କା ଦରରେ ମିଳୁଥିବା ଆଳୁ ଏବେ ୩୦ଟଙ୍କା ଛୁଇଁଛି। ରାଜ୍ୟର ନୂଆ ଆଳୁ...

ବାଜି ମାରିଲେ ଭାଜପାର ବିଶ୍ୱେଶ୍ୱର

ବାରିପଦା ଅଫିସ,୨୪।୫ : ମୟୂରଭଞ୍ଜ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ବିଶ୍ୱେଶ୍ୱର ଟୁଡୁ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡିର ଡା. ଦେବାଶିଷ ମାରାଣ୍ଡିଙ୍କୁ ହରାଇ...

ଆଇସିୟୁ ପାଇଁ ଏମ୍‌ପି ପାଣ୍ଠିରୁ ୧କୋଟି ଦେଲେ ଭର୍ତ୍ତୃହରି

କଟକ ଅଫିସ, ୨୮ା୩: କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଜ୍ୟରେ ‘କରୋନା’ ମୁକାବିଲା ପାଇଁ ଏମ୍‌ପି ପାଣ୍ଠିରୁ ୧କୋଟି ଟଙ୍କା ଏବଂ ୩ ମାସର ଦରମା...

୨୪ ଘଣ୍ଟାରେ ୧୩୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୩୮ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୭୮ଜଣ ଥିବା ବେଳେ ୬୦ ଲୋକାଲ କେସ୍‌...

ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି

କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ...

ହାତୀ ନଦୀରେ ବନ୍ୟା ପରିସ୍ଥିତି: ଶତାଧିକ ଏକର ଚାଷ ଜମି ଜଳମଗ୍ନ, ଯାତାୟାତ ବ୍ୟାହତ

ଜୁନାଗଡ,୭।୯(ଡି.ଏନ.ଏ.) ଗତ ୨ ଦିନ ଧରି ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ...

ବିଧାନସଭା ଶୀତ ଅଧିବେଶନ: ୧୩ରେ ବିଜେଡି ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୫ା୧୧(ବ୍ୟୁରୋ):  ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ଏଥର ବିଧାନସଭାରେ ସରକାର ଅତିରିକ୍ତ ବଜେଟ ଉପସ୍ଥାପନ କରିବେ। ଏହା ପୂର୍ବରୁ...

ଆଜି ଦିଆଯିବ ୭ବର୍ଷର ଧର୍ମପଦ ପୁରସ୍କାର

ଭୁବନେଶ୍ୱର, ୧୦।୮(ବ୍ୟୁରୋ): ଚିତ୍ରକଳା ଓ ସ୍ଥାପତ୍ୟକଳା କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଉଥିବା ବହୁ ପ୍ରତୀକ୍ଷିତ ଧର୍ମପଦ ପୁରସ୍କାର ସୋମବାର ପ୍ରଦାନ କରାଯିବ। ଓଡ଼ିଆ...

Advertisement
Archives

Model This Week