ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ ୧୦୯, ଜଗତସିଂହପୁରରୁ ୧୦୩, ସୋନପୁରରୁ ୧୦୩, କୋରାପୁଟରୁ ୧୦୨, ଅନୁଗୋଳରୁ ୧୦୧, ଢେଙ୍କାନାଳରୁ ୯୮, କଳାହାଣ୍ଡିରୁ ୯୭, ଝାଡସୁଗୁଡାରୁ ୯୨, କେନ୍ଦୁଝରରୁ ୯୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କନ୍ଧମାଳରୁ ୮୯, କେନ୍ଦ୍ରାପଡାରୁ ୮୯, ଭଦ୍ରକରୁ ୮୬, ମାଲକାନଗିରିରୁ ୬୬, ବଲାଙ୍ଗୀରରୁ ୬୫, ବୌଦ୍ଧରୁ ୬୧, ଗଞ୍ଜାମରୁ ୫୬, ନୂଆପଡାରୁ ୫୩, ରାୟଗଡାରୁ ୫୧, ନୟାଗଡରୁ ୪୨, ଦେଓଗ଼ଡରୁ ୧୬, ଗଜପତିରୁ ୧୩, ଷ୍ଟେଟପୁଲରୁ ୫୮୭ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ସହାୟତା କରୁଛି ରୁଷିଆ! ଜେଲେନସ୍କିଙ୍କ ଦାବି ଉପରେ ଟ୍ରମ୍ପଙ୍କ ବଡ଼ ବୟାନ

ଓ୍ବାଶିିଂଟନ,୨୮।୭: ୟୁକ୍ରେନ ରାଷ୍ଟ୍ରପତି ଜେଲେନସ୍କିଙ୍କ ଦ୍ୱାରା କରାଯାଇଥିବା ଏକ ଦାବିର ଜବାବ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ଜେଲେନସ୍କି କହିଥିଲେ ଯେ ରୁଷିଆ ଆମେରିକା…

ଆନ୍ଦୋଳନକାରୀ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ପୋଲିସ ଅଫିସରଙ୍କ ବଦଳି

ନୂଆଦିଲ୍ଲୀ,୨୭ା୭:ଗତ ୨୦ ତାରିଖରେ ସିଜେପିର ‘ଚଲୋ ସଂସଦ’ ଅଭିଯାନ ବେଳେ ଆନ୍ଦୋଳନରତ ଜଣେ ଛାତ୍ରୀଙ୍କୁ ଚାପୁଡ଼ା ମାରିଥିବା ଦିଲ୍ଲୀର ଜଣେ ବରିଷ୍ଠ ପୋଲିସ ଅଫିସରଙ୍କୁ ଯନ୍ତରମନ୍ତର ବିକ୍ଷୋଭ…

ପ୍ରହ୍ଲାଦ ନାଟକ ନୃତ୍ୟଗୁରୁ ପଦ୍ମଶ୍ରୀ ସୀମାଞ୍ଚଳଙ୍କୁ ଭେଟିଲେ ବିଧାୟକ: ସ୍ବାସ୍ଥ୍ୟାବସ୍ଥା ପଚାରିବୁଝିବା ସହ..

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହ୍ଲାଦ ନାଟକର ହିରଣ୍ୟକଶ୍ୟପ ରଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ ତଥା…

କାଗଜ ପତ୍ର ନ ଥାଇ ଚାଲୁଥିଲା ବସ୍‌: ଧରିଲା ପରିବହନ ବିଭାଗ, ଏତିକି ଟଙ୍କା ଜୋରିମନା

ଛତ୍ରପୁର,୨୭।୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): କୌଣସି ସଠିକ କାଗଜ ପତ୍ର ନଥାଇ ଗାଡି ଚଳାଇବା ଏକ ବସକୁ ପଡିଛି ମହଙ୍ଗା। ଗଞ୍ଜାମ ଜିଲା ପରିବହନ ବିଭାଗ ପକ୍ଷରୁ ଯାଞ୍ଚ…

ନଇଁଲେ ସମ୍ରାଟ ସରକାର: ଛାତ୍ରଙ୍କ ବିରୋଧରେ ହୋଇଥିବା ମାମଲା ପ୍ରତ୍ୟାହାର

ପାଟନା,୨୭।୭: NEET ପେପର୍‌ ଲିକ ନେଇ ହୋଇଥିବା ପ୍ରତିବାଦ ପରେ ବିହାର ସରକାର ସମସ୍ତ ସମ୍ପର୍କିତ ମାମଲା ପ୍ରତ୍ୟାହାର କରିବାକୁ ଏକ ନିର୍ଦ୍ଦେଶ ଜାରି କରିଛନ୍ତି। ସୋମବାର…

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ ପୂର୍ବତନ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri