ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।
ବିଏମସିର ସୂଚନା ଅନୁସାରେ, ଭୁବନେଶ୍ୱରରେ ଏପର୍ଯ୍ୟନ୍ତ ୯୫୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୫୭୬୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ୩୬୯୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବାବେଳେ ୪୦ ଜଣଙ୍କର ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri