Posted inକଟକ

କଟକ ସହରରୁ ୫୧ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୧।୧୦-କଟକ ସହରରୁ ଆଜି ମୋଟ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୨୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ମହାନଦୀ ବିହାରରୁ ୨, କ୍ୟାଣ୍ଟନମେଣ୍ଟ ରୋଡରୁ ୨, ଖଟବିନ ସାହିରୁ ୪, ସିଡିଏ ସେକ୍ଟର-୯ରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ୨୯ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଗତପୁରରୁ ୬, ସିଡିଏ ସେକ୍ଟର-୯ରୁ ୪, ମଧୁପାଟଣାରୁ ୪, ବିଡାନାସୀରୁ ୨, ନୂଆପଡାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

ଆବୁଧାବି ନିବେଶକ ସମ୍ମିଳନୀରେ ରୁଚି

କଟକ,୧୧ା୯(କାର୍ତ୍ତିକ ସାହୁ): ୟୁନାଇଟେଡ୍‌ ଆରବ ଏମିରେଟ୍ସର ଆବୁଧାବି ଓ ଦୁବାଇ ଠାରେ ଆରମ୍ଭ ହୋଇଛି ଓଡ଼ିଶା ନିବେଶକ ସମ୍ମିଳନୀ। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଶିଳ୍ପମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?