ଭୁବନେଶ୍ୱରରୁ ପୁଣି ୫୧୫ କରୋନା ଆକ୍ରାନ୍ତ ଚିହ୍ନଟ: ୧୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩୦।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ରବିବାର ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ମୋଟ ୬୭ ଓ୍ବାର୍ଡରୁ ୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୨୧ରେ ପହଞ୍ଚିଛି। ଓ୍ବାର୍ଡ ନଂ.୨ ରୁ ୧୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୨୩ ନଂ. ଓ୍ବାର୍ଡରୁ ୧୩୩, ୨୭ ନଂ. ଓ୍ବାର୍ଡରୁ ୨୨୫, ୩୨ ନଂ. ଓ୍ବାର୍ଡରୁ ୭୪, ୫୯ ନଂ. ଓ୍ବାର୍ଡରୁ ୭୫, ୬୫ ନଂ. ଓ୍ବାର୍ଡରୁ ୧୨୭, ୧୯ ନଂ. ଓ୍ବାର୍ଡରୁ ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ପରେ ଗିରଫ ହେଲେ ଶେଷ ଅଭିଯୁକ୍ତ

ଭୁବନେଶ୍ୱର,୧୫।୩(ବ୍ୟୁରୋ):ବହୁଚର୍ଚ୍ଚିତ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତି ହତ୍ୟା ଘଟଣାର ୧୨ ବର୍ଷ ପରେ ଶେଷ ଅଭିଯୁକ୍ତ ଶେଷରେ ଧରାପଡ଼ିଛନ୍ତି। କମିଶନରେଟ ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ତାଙ୍କୁ...

ପଟ୍ଟନାୟିକିଆ ଛକରେ ୩ ଭାଇଙ୍କୁ ହତ୍ୟା ଘଟଣା: ୬ଜଣଙ୍କୁ ଗିରଫ କଲା ସତ୍ୟବାଦୀ ପୋଲିସ

ସାକ୍ଷୀଗୋପାଳ,୧୬।୭(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ପଟ୍ଟନାୟିକିଆ ଛକରେ ରବିବାର ଅପରାହ୍ନରେ ଘଟିଥିବା ଟ୍ରିପଲ୍‌ ମର୍ଡର ଘଟଣାରେ ମଙ୍ଗଳବାର ପୋଲିସ ୬ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ...

ଜୁନ୍‌ ତୃତୀୟ ସପ୍ତାହରେ ମୌସୁମୀ

ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର...

‘ଓଡ଼ିଆଙ୍କ ମଧ୍ୟରେ ସ୍ବାଭିମାନ କ୍ଷୁଣ୍ଣ ଶୁଭ ସୂଚନା ନୁହେଁ’

ଭୁବନେଶ୍ୱର, ୨୩ା୨(ବ୍ୟୁରୋ): ମାତୃଭାଷା ଗୋଟିଏ ଜାତିର ପରିଚୟ। ଏହା ନିଜ ଭିତରେ ସ୍ବାଭିମାନ ସୃଷ୍ଟି କରିବା ସହ ସମାଜକୁ ସମୃଦ୍ଧ କରିଥାଏ। ତେଣୁ ମାତୃଭାଷାର ସୁରକ୍ଷା...

ଭୋଟ୍‌ ଦେଲେ ରାଜ୍ୟ ମୁଖ୍ୟ ଶାସନ ସଚିବ ଏବଂ ନିର୍ବାଚନ କମିଶନର

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ଗୁରୁବାର ସାରା ରାଜ୍ୟରେ ଅନୁଷ୍ଠିତ ହେଉଛି ପୌର ନିର୍ବାଚନ। ସମସ୍ତ ନାଗରିକ ନିଜ ନିଜ ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇଛନ୍ତି। ରାଜ୍ୟ ମୁଖ୍ୟ ଶାସନ ସଚିବ...

ଓଡ଼ିଶାରେ ହେବ ଏନ୍‌ଜିଏମ୍‌ଏ ଗ୍ୟାଲେରି

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ଖୋଲିବ ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟ (ଏନ୍‌ଜିଏମ୍‌ଏ)। ଏହାଦ୍ୱାରା ଓଡ଼ିଶାରେ କଳା କ୍ଷେତ୍ରରେ ଅଧିକ ଗବେଷଣା କରାଯିବା ସହ ଉତ୍କଳୀୟ...

‘ଏଣ୍ଟରପ୍ରେନିୟର୍ସ ୱିକ୍‌’ର ଶୁଭାରମ୍ଭ: ଏମ୍‌ଏସ୍‌ଏମ୍‌ଇରେ ରହିଛି ପ୍ରଭୂତ ସମ୍ଭାବନା

ଭୁବନେଶ୍ୱର,୫।୩(ବ୍ୟୁରୋ)- ରାଜ୍ୟରେ ଅଣୁ, କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ) କ୍ଷେତ୍ରରେ ପ୍ରଭୂତ ସମ୍ଭାବନା ରହିଛି। ଓଡ଼ିଶାରେ ଯେକୌଣସି ଉତ୍ପାଦର ଉତ୍ପାଦନ ମୂଲ୍ୟ ଅନ୍ୟ ରାଜ୍ୟ ତୁଳନାରେ କମ୍‌...

ବୁଧବାର ବନକଲାଗି, ୪ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା ଶ୍ରଦ୍ଧାଳୁ...

Advertisement
Archives

Model This Week