କଟକରେ ଆଉ ୫୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ, ୧୦।୮-ସୋମବାର କଟକରୁ ପୁଣି ୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୩ ଆକ୍ରାନ୍ତଙ୍କ ମଧ୍ୟରୁ କଣ୍ଟେନମେଣ୍ଟ ଜୋନରୁ ୧୯ ଜଣ ଚିହ୍ନଟ ହୋଇଥିବାବେଳେ କ୍ୱାରାଣ୍ଟାଇନରୁ ୨୪ ଓ ୧୦ ଲୋକାଲ କଣ୍ଟାକ୍ଟ କେସ ରହିଛି। ଚୌଧୁରୀ ବଜାରରୁ ୬ ଜଣ, ମଣିସାହୁ ଛକରୁ ଜଣେ, ସାମନ୍ତ ସାହିରୁ ୭, ବକ୍ସି ବଜାରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଲୋକାଲ କଣ୍ଟାକ୍ଟ ମଧ୍ୟରୁ ଫ୍ରେଣ୍ଡ୍ସ କଲୋନୀରୁ ଜଣେ, କନିକା ଛକରୁ ଜଣେ, ମଧୁପାଟଣାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ଟୁଇଟ କରି ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ବର୍ଷ ପରେ ହଜିଲା ପୁଅଙ୍କୁ ପାଇଲେ ମା’

କୋଦଳା,୩୦ା୯(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିିଗପହଣ୍ଡି ଥାନା ଅନ୍ତର୍ଗତ ତୁରୁବୁଡି ଗ୍ରାମର ଜଣେ ଦିବ୍ୟାଙ୍ଗ ନାବାଳକ ୧୦ବର୍ଷ ତଳେ କେଉଁଆଡ଼େ ଚାଲିଯାଇଥିଲେ। ଗତ ଶୁକ୍ରବାର ହଜିଲା ପୁଅ ତାଙ୍କ...

ପଞ୍ଚାୟତିରାଜ ଓ ବିଜୁବାବୁ

ଲୋକମାନଙ୍କୁ ନିଜକୁ ଶାସନ କରିବାକୁ ସୁଯୋଗ ଦିଅ, ନିଜ ଅଞ୍ଚଳର ବିକାଶ ପାଇଁ ସେମାନଙ୍କୁ ବିଭିନ୍ନ ଯୋଜନା ପ୍ରସ୍ତୁତ କରିବାକୁ ଦିଆଯାଉ ଏବଂ ସେମାନଙ୍କ ଯୋଜନାକୁ...

କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ...

ଦଳେଇପୁଟରେ ବୋମା ମାଡ଼

ଖୋର୍ଦ୍ଧା ଅଫିସ, ୧୩।୮: ଖୋର୍ଦ୍ଧା ସଦର ଥାନା ଅଧୀନ ଦଳେଇପୁଟ ଗ୍ରାମର ହୃଦାନନ୍ଦ ସ୍ବାଇଁଙ୍କ ଘର ଉପରକୁ ବୋମାମାଡ଼ ହୋଇଛି। ଏଥିରେ ୨ଜଣ ଆହତ ହୋଇଛନ୍ତି।...

୭ରୁ ଜେଇଇ ଆଡ୍‌ଭାନ୍ସଡ ଆବେଦନ, ସେପ୍ଟମ୍ବର ୧୧ରେ ରେଜଲ୍ଟ

ଭୁବନେଶ୍ୱର, ୨।୮(ବ୍ୟୁରୋ) – ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଜେଇଇ(ଆଡ୍‌ଭାନ୍ସଡ) ୨୦୨୨ ଚଳିତ ମାସ ୨୮ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଆସନ୍ତା ୭ ତାରିଖରୁ...

ବାର୍‌ହା ଉପଦ୍ରବ ସୀମାପାର

ରାସୋଳ, ୧୯ ।୧୧(ଡି.ଏନ୍‌.ଏ.) ବିହନ ବୁଣିବା ସମୟରେ ବର୍ଷା ହେଲାନି। ଧାନ ତଳି ଉଠିବାଠାରୁ ରୋଇବା ଯାଏ ପାଣି ପାଇଁ ସଂଘର୍ଷ କଲେ ଚାଷୀ। ବଡ଼...

ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌ ଖୋଲିଲା

ସମ୍ବଲପୁର,୧୪।୯(ବ୍ୟୁରୋ): ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ ଗେଟ୍‌। ଉପର ମୁଣ୍ଡରେ ବର୍ଷା ହେଉଥିବା କାରଣରୁ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଥିଲା। ଏହାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ...

ଆଜି ଉତ୍କଳ ଦିବସ: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ସୁଦର୍ଶନଙ୍କ ଶୁଭେଚ୍ଛା

ପୁରୀ ଅଫିସ,୧।୪: ବାଲୁକାକଳାରେ ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ତଥା ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ନିଜ ବାଲୁକାକଳା ଜରିଆରେ ସୁଦର୍ଶନ ସମସ୍ତଙ୍କୁ...

Advertisement
Archives

Model This Week