Posted inକଟକ

କଟକ ସହରରୁ ୫୩ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୫।୧୦-କଟକ ସହରରୁ ଆଜି ମୋଟ୍‌ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୨୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

କିଶନନଗର ତହସିଲରେ ନୂଆ ନିଯୁକ୍ତିକୁ ନେଇ ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା କଂଗ୍ରେସ

କଟକ ସଦର,୧୧।୧୦(ସୁଶାନ୍ତ କୁମାର ଜେନା): କଟକ ଜିଲା କିଶନ ନଗର ତହସିଲ କାର୍ଯ୍ୟାଳୟ ରେ ଜଣେ ଅଧିକାରିଣୀ ତହସିଲଦାର ଭାବେ ଯୋଗ ଦେଉଥିବା ଖବର ରବିବାର ଗଣମାଧ୍ୟମରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?