କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି ପାଇଛି। ମାଲଗୋଦାମ ବେହେରାସାହି କଣ୍ଟେନମେଣ୍ଟରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୁରୁଣା ରାଉସାପାଟଣାରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆପଡାରୁ ୬, ଓଏସଏପି ଷଷ୍ଠ ବାଟାଲିଅନରୁ ଯବାନ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ରାସ୍ତାରେ ଶୋଉଥିବା ଲୋକଙ୍କୁ ୫-ଷ୍ଟାର ହୋଟେଲରେ ରଖିବେ ସରକାର

କାନବେରା,୩୧।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳିଯାଇଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶ ଭିନ୍ନ ଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି।...

ମାସକର ଖାଦ୍ୟ ମାଗଣାରେ ଦେବାକୁ ନିବେଦନ

କଟକ ଅଫିସ୍‌,୨୬ା୩: କରୋନାକୁ ଦୃଷ୍ଟିରେ ରଖି ୨୧ଦିନ ପାଇଁ ସାରା ଦେଶରେ ତାଲା ବନ୍ଦ ଘୋଷଣା କରାଯାଇଛି। ତେବେ ଏଥିଯୋଗୁ ଦିନମଜୁରିଆ, ଚୁକ୍ତିଭିିିତ୍ତିକ ଶ୍ରମିକ, ନିର୍ମାଣ...

ମାଉଥ୍‌ ସ୍ପ୍ରେ କରୋନା ସଂକ୍ରମଣରୁ ରଖିବ ଦୂରେଇ…

ଷ୍ଟକ୍‌ହୋମ୍‌, ୨୬।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ୭ ମାସ ବିତି ଯାଇଥିଲେ ବି ଏହାର ପ୍ରତିଷେଧକ ଟୀକା ବାହାରି...

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୫୦: ୧୨ ସୁସ୍ଥ, ୧ ମୃତ, ବିଭିନ୍ନ ହସ୍ପିଟାଲରେ ୩୭ ଚିକିତ୍ସାଧୀନ

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଶୁକ୍ରବାର ୨ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦କୁ ବୃଦ୍ଧି ପାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ପୁରୁଣା ଗାଡ଼ି ରଦ୍ଦ ପାଇଁ କେନ୍ଦ୍ର ସରକାରଙ୍କ ନୂଆ ଚିଠା ପ୍ରସ୍ତାବ:ବିଭିନ୍ନ ରାଜ୍ୟରୁ ଲୋଡ଼ାଗଲା ମତାମତ

କଟକ ଅଫିସ, ୨୩-୧୦:କେନ୍ଦ୍ର ପରିବହନ ମନ୍ତ୍ରଣାଳୟ ପକ୍ଷରୁ ଲାଗୁ କରାଯାଇଥିବା ନୂଆ ମୋଟରଯାନ ଆଇନରେ ପୁରୁଣା ଗାଡ଼ି ରଦ୍ଦ ପାଇଁ ନୂଆ ଚିଠା ପ୍ରସ୍ତାବ ଆଗତ...

ଆମେରିକାରେ ଆର୍ଥିକ ସ୍ଥିତି ଗମ୍ଭୀର

ଲରେଡୋ, ଟେକ୍ସାସ,୨୬ା୩: କରୋନା ସଂକ୍ରମଣ ଯୋଗୁ ବିଶ୍ୱର ସବୁଠୁ ଧନୀ ରାଷ୍ଟ୍ର ଆମେରିକାର ଆର୍ଥିକ ସ୍ଥିତି ଗୁରୁତର ପ୍ରଭାବିତ ହୋଇଛି। ନୂତନ ତଥ୍ୟ ପଦାକୁ ଆସିବା...

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ...

କରୋନା ମାଡ଼: ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ

ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା ମୁକାବିଲା ସମସ୍ତଙ୍କ ପ୍ରାଥମିକତା ହୋଇଛି। ସାରା ବିଶ୍ୱରେ ଏହି ସ୍ବାସ୍ଥ୍ୟଗତ ଜରୁରୀ ପରିସ୍ଥିତି ସୃଷ୍ଟି ହୋଇଛି। ଏହା ଅର୍ଥନୀତିକୁ ବହୁଳ ଭାବେ ପ୍ରଭାବିତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *