କଟକରେ ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

କଟକ ଅଫିସ,୨।୮-କଟକ ସହରରେ ରବିବାର ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୫ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରାଣ୍ଟାଇନରୁ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ୬ ଲୋକାଲ କଣ୍ଟାକ୍ଟ କେସ। ଏହାକୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି ପାଇଛି। ମାଲଗୋଦାମ ବେହେରାସାହି କଣ୍ଟେନମେଣ୍ଟରୁ ୨୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପୁରୁଣା ରାଉସାପାଟଣାରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆପଡାରୁ ୬, ଓଏସଏପି ଷଷ୍ଠ ବାଟାଲିଅନରୁ ଯବାନ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ଭର୍ତ୍ତୁହରିଙ୍କ ହୋଲି ବନ୍ଧୁମିଳନରେ ଅନୁଭବ,ଭାଜପା ନେତା

କଟକ, ୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ହୋଲି ପର୍ବ ବା ହୋଲି ବନ୍ଧୁମିଳନ ପ୍ରତିବର୍ଷ ପରି ଏବର୍ଷ ବି ପାଳିଛନ୍ତି କଟକ ଏମ୍‌ପି ଭର୍ତ୍ତୃହରି ମହତାବ। କିଛିଦିନ ବ୍ୟବଧାନରେ ସେ...

ବାରବାଟୀ-କଟକ ଉପରେ ନଜର

କଟକ,୨୮ା୩(ଶିଳ୍ପା ପ୍ରିୟଦର୍ଶିନୀ)ବିଜେଡି ପକ୍ଷରୁ ବିଧାନସଭା ଓ ଲୋକ ସଭା ପ୍ରାର୍ଥୀ ତାଲିକା ବୁଧବାର ଘୋଷଣା କରାଯାଇଛି। ବିଧାନସଭା ଆସନ ପାଇଁ ଚୌଦ୍ୱାର-କଟକରୁ ପ୍ରାର୍ଥୀ ଭାବେ ସୌଭିକ୍‌...

ହୀରାକୁଦରେ ହଇଜା ବ୍ୟାପିବା ଘଟଣା: ଓଏଚ୍‌ଆର୍‌ସିରେ ମାମଲା ରୁଜୁ

କଟକ,୨୭ା୩(କାର୍ତ୍ତିକ ସାହୁ): ସମ୍ବଲପୁର ଜିଲା ହୀରାକୁଦ ଅଞ୍ଚଳରେ ହଇଜା ବ୍ୟାପିବା ଘଟଣାରେ ଓଡ଼ିଶା ମାନବିକ ଆୟୋଗ(ଓଏଚ୍‌ଆର୍‌ସି)ରେ ଏକ ମାମଲା ବୁଧବାର ରୁଜୁ ହୋଇଛି। ମାମଲାର ପକ୍ଷମାନଙ୍କୁ...

କନଷ୍ଟେବଳଙ୍କ ମୃତଦେହ ନେବାପାଇଁ ୨ ସ୍ତ୍ରୀ-ମା’ଙ୍କ ମଧ୍ୟରେ ଟଣାଓଟରା

କଟକ,୨୭।୩(ଶିଳ୍ପା ପ୍ରିୟଦର୍ଶିନୀ): ଏସସିବି ମେଡିକାଲରେ ବୁଧବାର ଜଣେ କନଷ୍ଟେବଳଙ୍କ ମୃତ୍ୟପରେ ମୃତଦେହ ନେବା ପାଇଁ କନଷ୍ଟେବଳଙ୍କ ସ୍ତ୍ରୀ ଏବଂ ମା’ଙ୍କ ମଧ୍ୟରେ ଟଣାଓଟରା। ମୃତଦେହ ନେବା...

ହୋଲି ଖେଳ ହେଲା କାଳ

ବାରଙ୍ଗ/ପାରାଦୀପ/ସମ୍ବଲପୁର,୨୬।୩(ଲିଙ୍ଗରାଜ ରାଉତ/ ଶରତ ରାଉତ/ ପ୍ରମୋଦ ବହିଦାର): ହୋଲି ଖେଳ ହେଲା କାଳ। ହୋଲି ଖେଳି ଗାଧୋଇବାକୁ ଯାଇଥିବା ବେଳେ ବିଭିନ୍ନ ସ୍ଥାନରେ ପାଣିରେ ବୁଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri