ଭୁବନେଶ୍ୱରରୁ ଆଜି ୫୫୦ ନୂଆ ପଜିଟିଭ ଚିହ୍ନଟ: ସେଥିରୁ ୩୦୭ ଲୋକାଲ କଣ୍ଟାକ୍ଟ କେସ

ଭୁବନେଶ୍ୱର,୪।୯(ବ୍ୟୁରୋ)-ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୫୦ ଆକ୍ରାନ୍ତଙ୍କ ମଧ୍ୟରେ ୨୪୩ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୦୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଭୁବନେଶ୍ୱରରେ ମୋଟ୍‌ ୧୨,୪୦୩ କରୋନା ପଜିଟିଭ ମାମଲା ରହିଛି। ବର୍ତ୍ତମାନ ସୁଦ୍ଧା ୪୮୨୨ ସକ୍ରିୟ ମାମଲା ରହିଥିବାବେଳେ ମୋଟ୍‌ ୭୫୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି ୪୬ ଜଣ ପ୍ରାଣ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଳୁ ମିଶନ: ଟଙ୍କାଟିଏ ବି ଖର୍ଚ୍ଚ ହୋଇନି

ଭୁବନେଶ୍ୱର,୨୬।୮ (ରବିନାରାୟଣ ଜେନା): ରାଜ୍ୟରେ କୃଷକମାନଙ୍କୁ ସ୍ବାବଲମ୍ବୀ କରିବା ସହିତ ଆଳୁ ଚାହିଦା ମେଣ୍ଟାଇବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୪-୧୫ରେ ‘ଆଳୁ ମିଶନ’ ଆରମ୍ଭ ହୋଇଥିଲା।…

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର, ୨୬।୮(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ…

୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର,୨୬ା୮(ରବିନାରାୟଣ ଜେନା): ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri