ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୪୨ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୪୩ ହଜାର ୮୫୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୫ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୫, ବାଲେଶ୍ୱରରୁ ୧୩, ବରଗଡ଼ରୁ ୨୧, ଭଦ୍ରକରୁ ୯, ବଲାଙ୍ଗୀରରୁ ୧୧, କଟକରୁ ୩୦, ଦେବଗଡ଼ରୁ ୪, ଢେଙ୍କାନାଳରୁ ୬, ଗଜପତିରୁ ୧, ଗଞ୍ଜାମରୁ ୨୭, ଜଗତ୍‌ସିଂହପୁରରୁ ୩, ଯାଜପୁରରୁ ୧୫, ଝାରସୁଗୁଡ଼ାରୁ ୩୧, କଳାହାଣ୍ଡିରୁ ୬୪, କନ୍ଧମାଳରୁ ୩, କେନ୍ଦୁଝରରୁ ୨ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୯, ମୟୂରଭଞ୍ଜରୁ ୯, ନବରଙ୍ଗପୁରରୁ ୮, ନୟାଗଡ଼ରୁ ୭, ନୂଆପଡ଼ାରୁ ୨୯ , ପୁରୀରୁ ୨୪, ରାୟଗଡ଼ାରୁ ୬, ସମ୍ବଲପୁରରୁ ୨୮ ସୁବର୍ଣ୍ଣପୁରରୁ ୧୧ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୮୪ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨:  ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ…

ଆଗକୁ ବାର୍ଷିକ ପରୀକ୍ଷା: ଭଞ୍ଜନଗରରେ ବଢୁଛି ଶବ୍ଦ ପ୍ରଦୂଷଣ, ରୋକିବା ପାଇଁ…

ଭଞ୍ଜନଗର,୧୬ା୨(ବାବୁଲା ପ୍ରଧାନ): ଆସନ୍ତା ୧୮ରୁ ରାଜ୍ୟରେ ଯୁକ୍ତ ୨ ବାର୍ଷିକ ପରୀକ୍ଷା ହେବ। ତାହା ମାର୍ଚ୍ଚ ମାସ ଶେଷ ସପ୍ତାହ ପର୍ଯ୍ୟନ୍ତ ଚାଲିବ। ଏଥିସହ ମାଟ୍ରିକ୍‌ ପରୀକ୍ଷା…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା…

ଆଣବିକ ରିଆକ୍ଟର ପ୍ରସ୍ତୁତ କଲେ ୧୨ ବର୍ଷୀୟ ଛାତ୍ର: ରୁମ୍‌ରେ ୪ ବର୍ଷର ଗବେଷଣା ପରେ ସଫଳତା

ଟେକ୍ସାସ୍‌,୧୬ା୨:ଆମେରିକାର ଟେକ୍ସାସ୍‌ ରାଜ୍ୟସ୍ଥିତ ଡଲାସ୍‌ ସହରର ଜଣେ ୧୨ ବର୍ଷର ଛାତ୍ର ଯାହା କରିଛନ୍ତି ତାହା ବୈଜ୍ଞାନିକ ଏବଂ ଗବେଷକ ମହଲକୁ ଆଶ୍ଚର୍ଯ୍ୟ କରିଦେଇଛି। ଏହି ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri