ଭୁବନେଶ୍ୱରରୁ ଆଜି ୫୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୪୦

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୪୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୦୨୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୯୪୧୮ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୧୯୯ ଜଣଙ୍କର ମୃତ୍ୟୁ ଘଟିଛି।ବର୍ତ୍ତମାନ ୬୪୬ ଜଣ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁବର୍ଣ୍ଣରେଖା ଉପରେ ନଜର ରଖାଯାଇଛି: ମନ୍ତ୍ରୀ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):ଲଘୁଚାପ ପ୍ରଭାବରେ ସୁବର୍ଣ୍ଣରେଖାରେ ବନ୍ୟା ସୃଷ୍ଟି ହୋଇଛି ା ବାଲେଶ୍ୱର ଜିଲାର କେତେକ ଅଞ୍ଚଳ ବନ୍ୟାଘେରରେ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଜିରୋ କାଜୁଆଲିଟିକୁ ଗୁରୁତ୍ୱ ଦିଆଯାଉଛି। ସୁବର୍ଣ୍ଣରେଖାର...

କଟକଣା ଉଲ୍ଲଂଘନ: ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ୨୧ଜଣ ଗଣିଲେ ଜରିମାନା

ଭୁବନେଶ୍ୱର,୫।୬(ବ୍ୟୁରୋ): କରୋନା କଟକଣାକୁ ଉଲ୍ଲଂଘନ କରି ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଓ ଦଳୀୟ କର୍ମୀ ଜରିମାନା ଗଣିଛନ୍ତି। ଦଳୀୟ ସାଂଗଠନିକ କାର୍ଯ୍ୟ ପାଇଁ ଭାଜପା...

କଟି ନନାଙ୍କ ଭୋଜନାଳୟ

ଭୋଗରାଇ,୧୯।୨(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ରହିଛି ଭୋଜନାଳୟ। ଅନ୍ୟ ହୋଟେଲ ଭଳି ଏହି ଭୋଜନାଳୟରେ ନାହିଁ ଚାକଚକ୍ୟ। ରହିଛି କେବଳ ଆଜବେଷ୍ଟସ...

ସମିତି ସଭ୍ୟାଙ୍କ ଘର ପୋଡ଼ି, ବିରୋଧୀଙ୍କୁ ଆକ୍ରମଣ

ବାଙ୍କୀ,୨୧ା୩(ସ୍ବ.ପ୍ର.): ପଞ୍ଚାୟତ ନିର୍ବାଚନ ସରିଥିଲେ ମଧ୍ୟ ରାଜନୈତିକ ହିଂସା ଥମିବାର ନଁା ନେଉନାହିଁ। ଶନିବାର କଟକ ଜିଲା ବୈଦେଶ୍ୱର ଥାନା ଅନ୍ତର୍ଗତ କାଳିପୋଇ ପଞ୍ଚାୟତର ୨...

ଫୁଲୁରୀ ତେଲ ଲାଗିହେଲେ ମହାପ୍ରଭୁ

ପୁରୀ ଅଫିସ, ୨୨ା୬:  ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି...

ନୂଆଁଖାଇର ନିଆରା ପରମ୍ପରା: ନଈ ଓ ଡଙ୍ଗାପୂଜା…

ସାରା ପୃଥିବୀର ଜୀବନ ଜୀବିକାରେ ନଈର ରହିଛି ଗୁରୁତ୍ୱପୂର୍ଣ୍ଣ ଭୂମିକା। ଏଇ ନଈକୂଳରେ ହିଁ ଯାତାୟତ ଓ ନୌବାଣିଜ୍ୟ ପାଇଁ ଗଢି ଉଠିଥିଲା ବସତି। ସେଇ...

ଟେଲି ପୁରସ୍କାରରୁ ବାଦ୍‌ ପଡ଼ିଲା ‘ନିମ୍‌କି’

ଭୁବନେଶ୍ୱର,୫।୧୨ (ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୧୯ ମସିହା ପାଇଁ ୩୧ତମ ‘ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର’ ଓ ୮ମ ‘ରାଜ୍ୟ ଓଡ଼ିଆ ଟେଲି ଚଳଚ୍ଚିତ୍ର ପୁରସ୍କାର’...

‘ଜୁନ୍‌ ୧୪ରୁ ମାଟ୍ରିକ ପରୀକ୍ଷା ଖବର ମିଥ୍ୟା’

ଭୁବନେଶ୍ୱର,୨୬।୪(ବ୍ୟୁରୋ): ଜୁନ ୧୪ରେ ମାଟ୍ରିକ ପରୀକ୍ଷା ହେବା ନେଇ ପ୍ରଚାରିତ ଖବର ମିଥ୍ୟା ବୋଲି ସ୍ପଷ୍ଟ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ...

Advertisement
Archives

Model This Week